Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ତାଲିମ ଶିବିର ଉଦଘାଟିତ

by ସଞ୍ଜୟ ସ୍ୱାଇଁ
January 20, 2025
in Nayagarh, State
ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ତାଲିମ ଶିବିର ଉଦଘାଟିତ
69
VIEWS
Share on FacebookShare on Twitter

ରଣପୁର, (ବାଘୁଆବାର୍ତ୍ତା): ରଣପୁର ବ୍ଲକ ଚାନ୍ଦପୁର ମୋହନ ମହିଳା ଉଚ୍ଚ ମାଧ୍ଯମିକ ବିଦ୍ୟାଳୟ ଆନୁକୁଲ୍ୟରେ ତଥା କ୍ରିଡା ଓ ଯୁବସେବା ବିଭାଗର ଆର୍ଥିକ ସହାୟତାରେ ସୋମବାର ଦିନ ବାଳିକା ଆମ୍ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଅନୁଷ୍ଠାନର ଅଧ୍ୟକ୍ଷା ଝରଣା ସାହୁ ଯୋଗ ଦେଇ କାର୍ଯ୍ୟକ୍ରମ ର ଶୁଭ ଉଦଘାଟନ କରିବା ସଙ୍ଗେ ସଙ୍ଗେ ଅଧ୍ୟୟନରତ ଛାତ୍ରୀ ଙ୍କ ଜୀବନ ସୁରକ୍ଷା ପାଇଁ ଆମ୍ ରକ୍ଷା କୌଶଳ ପ୍ରଶିକ୍ଷଣ ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ ବୋଲିପରାମର୍ଶ ଦେଇଥିଲେ ଏହି ପ୍ରଶିକ୍ଷଣ ଶିବିର ରେ ପ୍ରଶିକ୍ଷିକା ଭାବେ ଜ୍ୟୋତିର୍ମୟୀ ଜେନା ଏବଂ ସୋନାଲୀ ସାଥୁଆ ପ୍ରମୁଖ ଛାତ୍ରୀଙ୍କୁ ବାଳିକା ଆତ୍ମରକ୍ଷା କୌଶଳ ତାଲିମ ପ୍ରଦାନ କରିଥିଲେ ।

ଏହି ବାଳିକା ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଆସନ୍ତା ତା ୨୯ ତାରିଖ ପର୍ଯ୍ୟନ୍ତ ଚାଲୁ ରହିବ ବୋଲି କାର୍ଯ୍ୟକ୍ରମ ର ଅଧିକାରୀ ଅଧ୍ୟାପିକା ରଶ୍ମିତା ନାୟକ ସୂଚନା ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବେ ଅଧ୍ୟାପିକା ଶିବପ୍ରିୟା ଦେବୀ ପ୍ରଭାତୀ ସାମନ୍ତରାୟ, ନମିତା ସାହୁ, ସ୍ବସ୍ତି ମିଶ୍ର, ଅଧ୍ୟାପକ ଜିତେନ୍ଦ୍ର କୁମାର ସିଂହ ପ୍ରମୁଖ ଯୋଗ ଦେଇ ବାଳିକା ଆତ୍ମରକ୍ଷା କୌଶଳ ତାଲିମ ର ଆବଶ୍ୟକତା ଏବଂ ଉପଦେୟତାର ବିଭିନ୍ନ ଦିଗ ଉପରେ ବିସ୍ତୃତ ମତ ରଖୁଥିଲେ I କାର୍ଯ୍ୟକ୍ରମ ଶେଷରେ ଅଧ୍ୟାପକ ସିଦ୍ଧାର୍ଥ ଶେଖର ସାହୁ ଧନ୍ୟବାଦ ଅପର୍ଣ କରିଥିଲେ I

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!