Saturday, June 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗ୍ଲୋବାଲ ଟେଣ୍ଡର ଡକାଯାଇଛି: ମୁଖ୍ୟ ଶାସନ ସଚିବ

by ସଞ୍ଜୟ ସ୍ୱାଇଁ
May 15, 2021
in Health, State
ଗ୍ଲୋବାଲ ଟେଣ୍ଡର ଡକାଯାଇଛି: ମୁଖ୍ୟ ଶାସନ ସଚିବ
126
VIEWS
Share on FacebookShare on Twitter

ଭୁବନେଶ୍ୱର (ବାଘୁଆବାର୍ତ୍ତା): କରୋନା ମୁକାବିଲା ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ କଲେ ରାଜ୍ୟ ସରକାର । କମିଟି ଗଠନ ସଂପର୍କରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ସୂଚନା ଦେଇଛନ୍ତି । ବିଶିଷ୍ଟ ଚିକିତ୍ସା ବିଜ୍ଞାନୀ ଡାକ୍ତର ଶ୍ରୀନାଥ ରେଡ୍ଡୀଙ୍କ ଅଧ୍ୟକ୍ଷତାରେ କମିଟି ଗଠନ ହୋଇଛି । କମିଟିରେ ବହୁ ବରିଷ୍ଠ ଡାକ୍ତର, ବୈଜ୍ଞାନିକ ସଦସ୍ୟ ଅଛନ୍ତି । ଡାକ୍ତର ଦେବୀ ସେଟ୍ଟୀ, ରମାକାନ୍ତ ପଣ୍ଡା କମିଟିରେ ଅଛନ୍ତି । କମିଟି ରାଜ୍ୟରେ କରୋନା ପରିଚାଳନା ନେଇ ପରାମର୍ଶ ଦେବେ । ଟିକାକରଣ, ପରବର୍ତ୍ତୀ ଲହର ସମ୍ଭାବନା ବିଷୟରେ ପରାମର୍ଶ ଦେବେ । କମିଟିର ପରାମର୍ଶ ଅନୁସାରେ ରାଜ୍ୟ ସରକାର ପଦକ୍ଷେପ ନେବେ । କମିଟି ଯେଉଁ ପରାମର୍ଶ ଦେବେ, ତାହା ଶୀଘ୍ର କାର୍ଯ୍ୟକାରୀ କରାଯିବ । ଟିକା ପାଇଁ ଗ୍ଲୋବାଲ ଟେଣ୍ଡର ସଂପର୍କରେ ମଧ୍ୟ ସୂଚନା ଦେଲେ ମୁଖ୍ୟଶାସନ ସଚିବ । ୩.୮ କୋଟି ଟିକା କିଣିବାକୁ ଟେଣ୍ଡର ଡକାଯାଇଥିବା ମୁଖ୍ୟ ଶାସନ ସଚିବ କହିଛନ୍ତି । ୪ ମାସ ମଧ୍ୟରେ ସମସ୍ତ ସପ୍ଳାଇ ଦେବାକୁ କୁହାଯାଇଛି । ସଫଳ ବିଡିଂ ହେଲେ ମେ’ ୨୮ ପରେ ଆମେ ଟିକା କିଣିପାରିବା ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!