Monday, September 14, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜେଲ ଗଲେ ରସିକିଆ ପୁଲିସ ଇନିସପେକ୍ଟର

by ସଞ୍ଜୟ ସ୍ୱାଇଁ
February 26, 2025
in Crime, State
ଜେଲ ଗଲେ ରସିକିଆ ପୁଲିସ ଇନିସପେକ୍ଟର
283
VIEWS
Share on FacebookShare on Twitter

ଜଗତସିଂହପୁର, (ବାଘୁଆବାର୍ତ୍ତା): ମହିଳା ହୋମଗାର୍ଡଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ଓ ପ୍ରତାରଣା ଅଭିଯୋଗରେ ରସିକିଆ ଅଭିଯୁକ୍ତ ଇନ୍ସପେକ୍ଟର ତପନ ନାହାକ ଜେଲ୍‌ ଯାଇଛନ୍ତି। ଡାକ୍ତରୀମାଇନା ପରେ ତାଙ୍କୁ କୋର୍ଟଚାଲାଣ କରା ଯାଇଥିଲା। ଜାମିନ ନାମଞ୍ଜୁର ହେବା ପରେ ଜେଲ ପଠାଇ ଦିଆଗଲା। ଅବିବାହିତ ମହିଳା ହୋମଗାର୍ଡଙ୍କ ଅଭିଯୋଗ ଅନୁଯାୟୀ, ସମ୍ପୃକ୍ତ ପୁଲିସ ଅଧିକାରୀ ଜଣକ ପୂର୍ବରୁ ବିବାହିତ ଏବଂ ତାଙ୍କର ପିଲାଛୁଆ ଅଛନ୍ତି। ସେ କିଛି ବର୍ଷ ପୂର୍ବେ ଜଗତସିଂହପୁର ଟାଉନ ପୁଲିସ ଷ୍ଟେସନରେ ଏଏସ୍‌ଆଇ ଭାବରେ ନିଯୁକ୍ତ ହୋଇଥିଲେ। ସେତେବେଳେ ହୋମଗାର୍ଡ ଜଣକ ରାଇଟର୍ ଭାବରେ କାର୍ଯ୍ୟ କରୁଥିଲେ। ଅବିବାହିତ ମହିଳା ହୋମଗାର୍ଡଙ୍କ ଅଭିଯୋଗ ଅନୁଯାୟୀ, ସମ୍ପୃକ୍ତ ପୁଲିସ ଅଧିକାରୀ ଜଣକ ପୂର୍ବରୁ ବିବାହିତ ଏବଂ ତାଙ୍କର ପିଲାଛୁଆ ଅଛନ୍ତି। ସେ କିଛି ବର୍ଷ ପୂର୍ବେ ଜଗତସିଂହପୁର ଟାଉନ ପୁଲିସ ଷ୍ଟେସନରେ ଏଏସ୍‌ଆଇ ଭାବରେ ନିଯୁକ୍ତ ହୋଇଥିଲେ। ସେତେବେଳେ ହୋମଗାର୍ଡ ଜଣକ ରାଇଟର୍ ଭାବରେ କାର୍ଯ୍ୟ କରୁଥିଲେ। ଧୀରେଧୀରେ, ହୋମଗାର୍ଡ ସଂପୃକ୍ତ ପୁଲିସ ଅଧିକାରୀ ତପନ ନାହାକଙ୍କ ପ୍ରେମରେ ପଡ଼ିଗଲେ ଏବଂ ସେମାନଙ୍କ ସମ୍ପର୍କ ଗଭୀର ହେବା ସହିତ ଶାରୀରିକ ମଧ୍ୟ ହୋଇଥିଲା। କିନ୍ତୁ, କୁଜଙ୍ଗ ପୁଲିସ ଷ୍ଟେସନର ଆଇଆଇସି ଭାବରେ ବଦଳି ହେବା ପରେ ତପନ ନାହାକ ତାଙ୍କୁ ଏଡ଼ାଇ ଯିବା ଆରମ୍ଭ କରିଥିଲେ। ଧୀରେଧୀରେ, ହୋମଗାର୍ଡ ସଂପୃକ୍ତ ପୁଲିସ ଅଧିକାରୀ ତପନ ନାହାକଙ୍କ ପ୍ରେମରେ ପଡ଼ିଗଲେ ଏବଂ ସେମାନଙ୍କ ସମ୍ପର୍କ ଗଭୀର ହେବା ସହିତ ଶାରୀରିକ ମଧ୍ୟ ହୋଇଥିଲା। କିନ୍ତୁ, କୁଜଙ୍ଗ ପୁଲିସ ଷ୍ଟେସନର ଆଇଆଇସି ଭାବରେ ବଦଳି ହେବା ପରେ ତପନ ନାହାକ ତାଙ୍କୁ ଏଡ଼ାଇ ଯିବା ଆରମ୍ଭ କରିଥିଲେ। ଜଗତସିଂହପୁର ପୁଲିସ ଅଧୀକ୍ଷକ (ଏସପି) ଭବାନୀ ଶଙ୍କର ଉଦଗାତା କହିଥିଲେ, ଜଣେ ମହିଳା ହୋମଗାର୍ଡ ଥାନାରେ ରାଇଟର ଭାବରେ କାମ କରୁଥିବା ସମୟରେ ଆଇଆଇସି ତାଙ୍କ ସହିତ ଶାରୀରିକ ସମ୍ପର୍କ ରଖିଥିବା ରିପୋର୍ଟ କରିଥିଲେ। ଜଗତସିଂହପୁର ପୁଲିସ ଷ୍ଟେସନରେ ଏକ ମାମଲା ନଂ ୧୧୭/୨୫ ରୁଜୁ କରାଯାଇଛି ଏବଂ ତଦନ୍ତ ଚାଲିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!