Thursday, June 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଫତେଗଡ଼ ଅଂଚଳରୁ ଚୋରୀ ଛେଳି, ଇଟାମାଟିରୁ ଧରାହେଲା

by Anil Panda
September 30, 2020
in Nayagarh
ଫତେଗଡ଼ ଅଂଚଳରୁ ଚୋରୀ ଛେଳି, ଇଟାମାଟିରୁ ଧରାହେଲା
1.1k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲାରେ ଛେଳି ଚୋରୀ ର‌୍ୟାକେଟ୍ ଦୀର୍ଘଦିନ ହେବ କାୟା ବିସ୍ତାରିଛନ୍ତି । ବିଭିନ୍ନ ସମୟରେ ଦଶପଲ୍ଲା, ବାଣିଗୋଚ୍ଛା ଏବଂ ନୟାଗଡ଼ ବ୍ଲକରୁ ବିରୁଡ଼ା ଅଂଚଳରୁ ଛେଳି ଚୋରୀ ହେଉଥିବା ଅଭିଯୋଗ ହୋଇ ଆସୁଥିବା ବେଳେ ଗତକାଲି ଫତେଗଡ଼ ଅଂଚଳରୁ ଛେଳି ଚୋରୀ କରି ନିଆ ଯାଉଥିବା ବେଳେ ଇଟାମାଟି ପୁଲିସ ଦ୍ୱାରା ଉଦ୍ଧାର କରାଯାଇଛି । ସୂଚନାନାନୁସାରେ, ଗତକାଲି ରାତିରେ ଇଟାମାଟି ପୁଲିସ ପ୍ରେଟୋଲିଂ କରୁଥିବା ବେଳେ ଏକ ପିକ୍‌ଅପ୍ ଭ୍ୟାନ ରାସ୍ତା କଡ଼ରେ ରଖି ୩ ଜଣ ବ୍ୟକ୍ତି ଓହ୍ଲାଇ ଦୈାଡ଼ି ପଳାଇଥିଲେ । ପୁଲିସ ଗାଡ଼ି ପାଖକୁ ଯାଇ ସେଥିରେ ଛେଳି ବୋଝେଇ ହୋଇଥିବା ଜାଣିବା ପରେ ଗାଡ଼ି ଏବଂ ଛେଳିକୁ ଥାନା ଆଣିଥିବା ଜଣାଯାଇଛି । ଏଥିସହିତ ପୁଲିସ ଗାଡ଼ି ଭିତରୁ ୩ଟି ମୋବାଇଲ ଜବତ କରିଥିବା ଥାନା ଅଧିକାରୀ ଦୀପକ ଖଣ୍ଡାୟତରାୟ ସୂଚନା ଦେଇଛନ୍ତି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!