Friday, November 13, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବନ୍ଧୁକ ଦେଖାଇ ଯୁବତୀଙ୍କ ବେକରୁ ସୁନା ଚେନ ଲୁଟ

by ସଞ୍ଜୟ ସ୍ୱାଇଁ
November 10, 2024
in Crime, State
ବନ୍ଧୁକ ଦେଖାଇ ଯୁବତୀଙ୍କ ବେକରୁ ସୁନା ଚେନ ଲୁଟ
34
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ବାରଙ୍ଗ ଅଞ୍ଚଳରେ ଯୁବତୀଙ୍କ ବେକରୁ ସୁନା ଚେନ୍ ଲୁଟ । ନରାଜ ବିଦ୍ୟାଧରପୁର ପାହାଡ ନିକଟରେ ବନ୍ଧୁକ ମୁନରେ ସୁନା ଚେନ ଲୁଟି ନେଇଛନ୍ତି ଦୁର୍ବୃତ୍ତ । ଅଭିଯୋଗ ଅନୁସାରେ, ଗତକାଲି ରାତିରେ ଜଣେ ଯୁବକ ଓ ଯୁବତୀ ଫେରୁଥିବା ବେଳେ, ୬ ଜଣ ଦୁର୍ବୃତ୍ତ ବନ୍ଧୁକ ଦେଖାଇ ଅଟକାଇଥିଲେ । ପରେ ମାଡ଼ ମାରି ଟଙ୍କା ପଇସା ମାଗିଥିଲେ । ତେବେ ଟଙ୍କା ନପାଇବାରୁ ଯୁବତୀଙ୍କ ବେକରେ ଥିବା ଚେନକୁ ଛିଡାଇ ନେଇଥିଲେ ଦୁର୍ବୃତ୍ତ । ଉଭୟ ପ୍ରତିବାଦ କରିବାରୁ ଦୁର୍ବୃତ୍ତମାନେ ୨ ଜଣଙ୍କୁ ମାଡ଼ ମାରିବା ସହ ଗାଡ଼ି ଭଙ୍ଗାରୁଜା କରିଥିଲେ । ଦୁର୍ବୃତ୍ତଙ୍କ ଭିତରୁ ଜଣେ ବନ୍ଧୁକ କାଢି ୨ ରାଉଣ୍ଡ ଫାଙ୍କା ଗୁଳି ଚଳାଇ ଆତଙ୍କ ଖେଳାଇଥିଲେ । ଅଭିଯୋଗ ପାଇବା ପରେ ବାରଙ୍ଗ ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଦୁଇଦିନ ପୂର୍ବରୁ ସିଡିଏ ସେକ୍ଟର ୧୧ ଅଞ୍ଚଳରେ ମଧ୍ୟ ଆଇନଜୀବୀଙ୍କ ଠାରୁ ସମାନ ଢଙ୍ଗରେ ଲୁଟ ହୋଇଥିଲା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!