Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅକ୍ଷୟ ତୃତୀୟାରେ ଶସ୍ତା ହେଲା ସୁନା ଦର

by ସଞ୍ଜୟ ସ୍ୱାଇଁ
April 30, 2025
in State
ଅକ୍ଷୟ ତୃତୀୟାରେ ଶସ୍ତା ହେଲା ସୁନା ଦର
272
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଅକ୍ଷୟ ତୃତୀୟାରେ ଶସ୍ତା ହେଲା ସୁନା ଦର । ଦର ବଢ଼ି ବଢ଼ି ଚାଲିବା ପରେ ଆଜି ହଠାତ କମିଛି । ଅକ୍ଷୟ ତୃତୀୟାରେ ସୁନା କିଣିବା ଶୁଭ ହୋଇଥାଏ ବୋଲି ହିନ୍ଦୁ ଧର୍ମରେ ବିଶ୍ବାସ ରହିଛି । ତେବେ ଆଜିର ଦିନରେ ସୁନା ଦୋକାନରେ ପ୍ରବଳ ଭିଡ଼ ମଧ୍ୟ ପରିଲକ୍ଷିତ ହୁଏ । ସୁନା ଦର କମିବା ଏବେ ଗ୍ରାହକଙ୍କୁ ସୁହାଇବ । ଆଜି ୨୪ କ୍ୟାରେଟ ସୁନା ୧୦ ଗ୍ରାମକୁ ରହିଛି ୯୭.୯୧୦ ଟଙ୍କା । ସେହିପରି ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ରହିଛି ୮୯, ୭୫୦ ଟଙ୍କା ରହିଛି । ଏବଂ ୧୮ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ରହିଛି ୭୩, ୪୪୦ ଟଙ୍କା । ସୁନାର ଉତ୍ପାଦ ଶୁଳ୍କ, ରାଜ୍ୟ ଟିକସ ଏବଂ ମେକିଂ ଚାର୍ଜ ଯୋଗୁ ସୁନା ଅଳଙ୍କାରର ମୂଲ୍ୟ ସାରା ଦେଶରେ ଭିନ୍ନ ହୋଇଥାଏ। କ୍ୟାରଟ ଅନୁସାରେ ସୁନା ଅଳଙ୍କାରରେ ହଲ ମାର୍କ ଚିହ୍ନିତ ହୋଇଥାଏ । ୨୪ କ୍ୟାରେଟରେ ୯୯୯ ଲେଖାଯାଇଥାଏ, ୨୩ କ୍ୟାରେଟରେ ୯୫୮ ଏବଂ ୨୨ କ୍ୟାରେଟରେ ୯୧୬, ୨୧ କ୍ୟାରେଟରେ ୮୭୫ ଏବଂ ୧୮ କ୍ୟାରେଟରେ ୭୫୦ ଲେଖା ଯାଇଥାଏ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!