Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁଣି ୫ ଦିନିଆ ରିମାଣ୍ଡରେ ଗୋପାଳ

by ସଞ୍ଜୟ ସ୍ୱାଇଁ
February 8, 2023
in Crime, State
ଆଜି ସରୁଛି ଗୋପାଳ ରିମାଣ୍ଡ, ଘଟଣା ସ୍ଥଳରେ ପୁଲିସ ମହାନିର୍ଦ୍ଦେଶକ
95
VIEWS
Share on FacebookShare on Twitter

ଝାରସୁଗୁଡା, (ବାଘୁଆବାର୍ତ୍ତା): ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ଘଟଣାର ଅଭିଯୁକ୍ତ ଏଏସଆଇ ଗୋପାଳ ଦାସ ପୁଣି ୫ ଦିନିଆ ରିମାଣ୍ହରେ କ୍ରାଇମବ୍ରାଞ୍ଚ ନେବ । ରିମାଣ୍ଡରେ ନେବା ପାଇଁ ଜେଏମଏଫସି କୋର୍ଟରେ କ୍ରାଇମବ୍ରାଞ୍ଚ ଆବେଦନ କରିଥିଲା। କୋର୍ଟ ୫ ଦିନ ରିମାଣ୍ଡରେ ଗୋପାଳଙ୍କୁ ନେବା ପାଇଁ ଅନୁମତି ଦେଇଛନ୍ତି । ସୂଚନାଯୋଗ୍ୟ ବୁଧବାର ଗୋପାଳର ରିମାଣ୍ଡ ଅବଧୀ ଶେଷ ହୋଇଥିଲା।ସେହିପରି ଗୋପାଳର ନାର୍କୋ ଟେଷ୍ଟ ପାଇଁ କ୍ରାମଇବ୍ରାଞ୍ଚ ପକ୍ଷରୁ ଜେଏମଏଫସି କୋର୍ଟରେ ଆବେଦନ କରାଯାଇଥିଲା । ଏଥିପାଇଁ ଜେଏମଏଫସି କୋର୍ଟ ଅନୁମତି ଦେଇଛନ୍ତି। ସୂଚନାଯୋଗ୍ୟ ଯେ ଗତ ୨୯ ତାରିଖରେ ବ୍ରଜରାଜନଗରସ୍ଥିତ ଗାନ୍ଧୀ ପଡିଆ ନିକଟରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଏଏସଆଇ ଗୋପାଳ ଦାସ ଗୁଳି କରି ହତ୍ୟା କରିଥିଲା। ଏହି ଘଟଣାରେ କ୍ରାଇମବ୍ରାଞ୍ଚ ଗୋପାଳଙ୍କୁ ଗିରଫ କରି ରିମାଣ୍ଡରେ ଆଣି ପଚରାଉଚରା କରୁଛି। ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ଘଟଣାର ମଙ୍ଗଳବାର ସିନ ରିକ୍ରିଏସନ କ୍ରାଇମବ୍ରାଞ୍ଚ କରିଥିଲା। ବ୍ରଜରାଜନଗର ଗାନ୍ଧୀଛକ ସ୍ଥିତ ଘଟଣାସ୍ଥଳକୁ ଅଭିଯୁକ୍ତ ଏଏସଆଇ ଗୋପାଳ ଦାସଙ୍କୁ ଅଣାଯାଇ ସିନ ରିକ୍ରିଏସନ କରାଯାଇଥିଲା। ନବ ଦାସ ହତ୍ୟା ଘଟଣାର ଗୋପାଳ ଡେମୋ ଦେଖାଇଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!