Saturday, April 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟ ବାହାରକୁ ଚାଲାଣ ହେଉଥିଲେ ଗୋରୁ, ପୋଲିସ ବାନ୍ଧିଲା ୨୨ ଜଣଙ୍କୁ

by ସଞ୍ଜୟ ସ୍ୱାଇଁ
May 28, 2025
in State
ରାଜ୍ୟ ବାହାରକୁ ଚାଲାଣ ହେଉଥିଲେ ଗୋରୁ, ପୋଲିସ ବାନ୍ଧିଲା ୨୨ ଜଣଙ୍କୁ
32
VIEWS
Share on FacebookShare on Twitter

କୋରାପୁଟ, (ବାଘୁଆବାର୍ତ୍ତା): ବାହାର ରାଜ୍ୟକୁ ଗୋଚାଲାଣ ବେଳେ ପୋଲିସର ଚଢାଉ । କୋରାପୁଟ ଜିଲ୍ଲାରୁ ହାଇଦ୍ରାବାଦ୍ ଗୋଚାଲାଣ କରୁଥିବା ଅଭିଯୋଗରେ ୨୨ଜଣଙ୍କୁ ଗିରଫ କରିଛି ପୋଲିସ ।ଗିରଫ ପରେ ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଛି କୋରାପୁଟ ଟାଉନ୍ ଥାନା ପୋଲିସ । ଖବର ଅନୁଯାୟୀ, ରାଜ୍ୟ ବାହାରକୁ ଗୋଚାଲାଣ ହେଉଥିବା ନେଇ ପୋଲିସ ଗୁଇନ୍ଦା ସୂଚନା ପାଇଥିଲା । ଏହାପରେ ତୁରନ୍ତ ଚଢାଉ କରିଥିଲା । ଏହି ଚଢାଉରେ ୬ଟି କଣ୍ଟେନରରେ ଚାଲାଣ ହେଉଥିବା ୨୪୯ ଟି ଗାଈଙ୍କୁ ଉଦ୍ଧାର କରିଛି ।ଯେଉଁଥିରେ ୫ଟି ଗାଈଙ୍କର ମୃତ୍ୟୁ ହୋଇଯାଇଛି । ତେବେ ବେଆଇନ୍ ଗୋରୁ ଚାଲାଣ ଅଭିଯୋଗରେ ୨୨ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । ଏହାସହ ଏହି ଲିଙ୍କରେ ଆଉ କିଏ କିଏ ଅଛନ୍ତି । ସେନେଇ ମଧ୍ୟ ଛାନ୍ଭିନ୍ ଜାରି ରଖିଛି ପୋଲିସ ।

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026
ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

April 25, 2026
ମେ ୯ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

ମେ ୯ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

April 24, 2026
ପୁରୁଣା ଗାଡ଼ି ଚୋରୀ ମାମଲା:ଫେରାର ଆସାମୀ ଗିରଫ

ପୁରୁଣା ଗାଡ଼ି ଚୋରୀ ମାମଲା:ଫେରାର ଆସାମୀ ଗିରଫ

April 24, 2026
ଜିଲ୍ଲା ସ୍ତରୀୟ କର୍ମଶାଳା: “ଆସ ଜାଣିବା ଆମ ବଜେଟ”

ଜିଲ୍ଲା ସ୍ତରୀୟ କର୍ମଶାଳା: “ଆସ ଜାଣିବା ଆମ ବଜେଟ”

April 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!