Wednesday, September 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଣ୍ଟେନମେଣ୍ଟ ଅଞ୍ଚଳରେ ଗୋଷ୍ଠୀ ସଂଘର୍ଷ, ଭିଡ଼ିଓ ଭାଇରାଲ

by Anil Panda
May 10, 2020
in Crime
କଣ୍ଟେନମେଣ୍ଟ ଅଞ୍ଚଳରେ ଗୋଷ୍ଠୀ ସଂଘର୍ଷ, ଭିଡ଼ିଓ ଭାଇରାଲ
15
VIEWS
Share on FacebookShare on Twitter

ଭୂବନେଶ୍ୱର,(ବାଘୁଆବାର୍ତ୍ତା ବ୍ୟୁରୋ): ସରକାରଙ୍କ କଟକଣାକୁ ମାନୁନାହାଁନ୍ତି ଜନସାଧାରଣ।ସରକାରଙ୍କର ନିୟମକୁ ଅମାନ୍ୟ କରି କଣ୍ଟେନମେଣ୍ଟ ଅଞ୍ଚଳରେ ୨୦ରୁ ଉର୍ଦ୍ଧ୍ବ ବ୍ୟକ୍ତି ଗଣ୍ଡଗୋଳ ଲାଗୁଥିବାର ଭିଡ଼ିଓ ଏବେ ସୋସିଆଲ ମିଡିଆରେ ବେସ ଭାଇରାଲ ହେବାରେ ଲାଗିଛି।ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା ଖଇରା ବ୍ଲକ କୁରୁଣ୍ଟା ପଞ୍ଚାୟତ ମହିଂସାମୁଣ୍ଡା ଗ୍ରାମରେ।ଘଟଣାରୁ ଜଣାଯାଏ ଗତ ୬ତାରିଖରେ ଉକ୍ତ ପଞ୍ଚାୟତର ବାରିଙ୍ଗିଆ ଗ୍ରାମରେ ଜଣେ କରୋନା ପଜିଟିଭ ଚିହ୍ନଟ ହେବା ପରେ ବାରିଙ୍ଗିଆ ସମେତ ମହିଁସାମୁଣ୍ଡା, ଚକାପଦା ଗ୍ରାମକୁ କଣ୍ଟେନମେଣ୍ଟ ଯୋନ ଭାବେ ଘୋଷଣା କରାଯିବା ସହ ୮ଟି ରାସ୍ତାକୁ ବାଡ଼ ବୋଜି ପ୍ରଶାସନ ସିଲ କରିଥିଲା।ହେଲେ ଗତକାଲି ଏହି ବାଡ ବସାଇବାକୁ କେନ୍ଦ୍ରକରି ମହିଁସାମୁଣ୍ଡା ଗ୍ରାମରେ ୩ପରିବାରଙ୍କ ମଧ୍ୟରେ ଜୋରଦାର ଗଣ୍ଡଗୋଳ ସୃଷ୍ଟିହୋଇଥିଲା।ଏହି ମାରପିଟ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାପରେ ଏହି ଘଟଣା ଏବେ ଅଞ୍ଚଳରେ ବେସ ଚର୍ଚ୍ଚାର ପରିସରକୁ ଆସିଛି ଏବଂ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟିହୋଇଛି।ହେଲେ କଣ୍ଟେନମେଣ୍ଟ ଯୋନ ଘୋଷଣା ପରେ ଉକ୍ତ ଗ୍ରାମର ୨୦ରୁ ଊର୍ଦ୍ଧ୍ୱ ଲୋକ ଏକାଠି ହୋଇ ମାରପିଟ ଲାଗିବା ଘଟଣା ସ୍ଥାନୀୟ ପ୍ରଶାସନର କାର୍ଯ୍ୟ ଦକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟିକରିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!