Wednesday, June 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

‘ଏ ମାଟି ଓଡ଼ିଶା, ଏ ଜାତି ଓଡ଼ିଆ’ ସଂଗୀତ ରାଜ୍ୟପାଳଙ୍କ ଦ୍ୱାରା ରାଜଭବନରେ ଲୋକାର୍ପିତ

by ସଞ୍ଜୟ ସ୍ୱାଇଁ
April 1, 2021
in Feature News
‘ଏ ମାଟି ଓଡ଼ିଶା, ଏ ଜାତି ଓଡ଼ିଆ’ ସଂଗୀତ  ରାଜ୍ୟପାଳଙ୍କ ଦ୍ୱାରା ରାଜଭବନରେ ଲୋକାର୍ପିତ
157
VIEWS
Share on FacebookShare on Twitter

ଭୁବନେଶ୍ୱର, ,(ବାଘୁଆବାର୍ତ୍ତା): ଓଡ଼ିଶା ଦିବସ ଅବସରରେ ଏକ ଦେଶାତ୍ମବୋଧକ ସଂଗୀତ ‘ଏ ମାଟି ଓଡ଼ିଶା, ଏ ଜାତି ଓଡ଼ିଆ’ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଦ୍ୱାରା ରାଜଭବନରେ ଉନ୍ମୋଚିତ ହୋଇଯାଇଛି । ବସନ୍ତରାଜ ସାମଲଙ୍କ ଗୀତକୁ ସଂଗୀତରେ ସଜାଇଛନ୍ତି ବିଶିଷ୍ଟ ସଂଗୀତ ନିର୍ଦ୍ଦେଶକ ପ୍ରେମ ଆନନ୍ଦ । ହୁ୍ୟମାନ୍‌ ସାଗର, ଅନନ୍ୟା ଶ୍ରୀତମ ନନ୍ଦ, ଆଶୁତୋଷ ମହାନ୍ତି, ଶ୍ରୀଚରଣ ମହାନ୍ତି, ସବିଶେଷ ମିଶ୍ର, ଶଶାଙ୍କ ଶେଖର, ପ୍ରଜ୍ଞା ପ୍ରସ୍ମିତା ହୋତା, ବିଶ୍ୱଜିତ ମହାପାତ୍ର, ଦେବକୃପା ମିଶ୍ର, ଅଳକା ଅଭିଲେଖା, ସମୀକ୍ଷା ମିଶ୍ର, ଲୋପାମୁଦ୍ରା ଦାଶ, ଶ୍ରୀୟା ମିଶ୍ର ଓ ସୋନମ ଦାଶ ପ୍ରମୁଖ ଲୋକପି୍ରୟ କଣ୍ଠଶିଳ୍ପୀମାନେ ଏଥିରେ ଗୀତ ଗାଇଛନ୍ତି । ଏହି ଗୀତରେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ମଧ୍ୟ କଣ୍ଠଦାନ କରିଛନ୍ତି । ଜୟା ବିଶ୍ୱାସଙ୍କ ନିର୍ଦ୍ଦେଶନାରେ ଗୀତଟିର ଚିତ୍ରାୟନ କରାଯାଇଛି ଯେଉଁଥିରେ ଓଡ଼ିଶାର ସଂପଦ ଓ ସୌନ୍ଦର୍ଯ୍ୟକୁ ଉପସ୍ଥାପନ କରାଯାଇଛି । ରାଜ୍ୟପାଳ ପ୍ରଫେସର ଲାଲ ଏଭଳି ମହତ ପ୍ରୟାସର ଭୂୟସୀ ପ୍ରଶଂସା କରିବା ସହିତ ଏହାର ସଫଳ ନିର୍ମାଣରେ ସଂପୃକ୍ତ ସମସ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ଉନ୍ମୋଚନ ଉତ୍ସବରେ ରାଜ୍ୟପାଳଙ୍କ ସଚିବ ଡ. ପ୍ରମୋଦ କୁମାର ମେହେର୍ଦ୍ଦା ଉପସ୍ଥିତ ଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!