Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜଭବନରେ ଡ. ପ୍ରମୋଦ କୁମାର ମେହେର୍ଦ୍ଦାଙ୍କୁ ବିଦାୟ ସମ୍ବର୍ଦ୍ଧନା

by ସଞ୍ଜୟ ସ୍ୱାଇଁ
September 2, 2021
in Feature News
ରାଜଭବନରେ ଡ. ପ୍ରମୋଦ କୁମାର ମେହେର୍ଦ୍ଦାଙ୍କୁ ବିଦାୟ ସମ୍ବର୍ଦ୍ଧନା
113
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା) : କର୍ତ୍ତବ୍ୟରେ ନିଷ୍ଠା ଓ ଆନ୍ତରିକତାର ବିକଳ୍ପ ନାହିଁ । ଏହା ହିଁ ଆଧ୍ୟାତ୍ମିକତା ବୋଲି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ପ୍ରକାଶ କରିଛନ୍ତି । ରାଜ୍ୟପାଳଙ୍କ ସଚିବ ଡ. ପ୍ରମୋଦ କୁମାର ମେହେର୍ଦ୍ଦାଙ୍କ ବିଦାୟ ସମ୍ବର୍ଦ୍ଧନା ସଭାରେ ଯୋଗଦେଇ ରାଜ୍ୟପାଳ ପ୍ରଫେସର ଲାଲ କହିଲେ ଯେ ସରକାରୀ କର୍ମଚାରୀମାନେ ଆତ୍ମୀୟପଣର ପ୍ରତୀକ ହେବା ଦରକାର । ଡ. ମେହେର୍ଦ୍ଦାଙ୍କ ଉତ୍ତରୋତ୍ତର ଉନ୍ନତି କାମନା କରିବା ସହିତ ରାଜ୍ୟପାଳ ପ୍ରଫେସର ଲାଲ ତାଙ୍କର କର୍ତ୍ତବ୍ୟପରାୟଣତା, ଦୂରଦୃଷ୍ଟି ଓ ପ୍ରଶାସନିକ ଦକ୍ଷତାର ପ୍ରଶଂସା କରିଥିଲେ । ରାଜ୍ୟପାଳଙ୍କ ବ୍ୟକ୍ତିଗତ ସଚିବ ହିମାଂଶୁ ନାରାୟଣ ପଟ୍ଟନାୟକ, ଲେଖା ନିୟନ୍ତ୍ରକ ଗୌତମ ଚୌଧୁରୀ, ଅତିରିକ୍ତ ସଚିବ ଚିତ୍ତରଞ୍ଜନ ମହାନ୍ତି, ବେଦବନ୍ଧୁ ମିଶ୍ର, ଲୋକସଂପର୍କ ଅଧିକାରୀ ରକ୍ଷକ ନାୟକ, ସଂଗ୍ରାମ ଦେଓଭଞ୍ଜ ପ୍ରମୁଖ ଡ. ମେହେର୍ଦ୍ଦାଙ୍କୁ ବିଦାୟ ସମ୍ବର୍ଦ୍ଧନା ଓ ଶୁଭେଚ୍ଛା ଜଣାଇଥିଲେ । ସମ୍ବର୍ଦ୍ଧନାର ଉତ୍ତରରେ ଡ. ମେହେର୍ଦ୍ଦା ରାଜଭବନରେ ନିଜ ଅନୁଭୂତି ଓ ଉପଲବ୍ଧି ବର୍ଣ୍ଣନା କରିବା ସହିତ ଏହା ତାଙ୍କ ପାଇଁ ବେଶ୍‌ ଶିକ୍ଷଣୀୟ ଓ ଉତ୍ସାହପ୍ରଦ ହୋଇ ରହିବ ବୋଲି ଉଲ୍ଲେଖ କରିଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!