Sunday, November 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚିକିତ୍ସା ସେବା ଏକ ଉଚ୍ଚତର ଆଧ୍ୟାତ୍ମିକ ସେବା : ରାଜ୍ୟପାଳ

by Anil Panda
September 18, 2020
in Breaking
ଚିକିତ୍ସା ସେବା ଏକ ଉଚ୍ଚତର ଆଧ୍ୟାତ୍ମିକ ସେବା : ରାଜ୍ୟପାଳ
136
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା) : ମଣିଷର ଶରୀର କୋଟି କୋଟି କୋଷରେ ନିର୍ମିତ ଏକ ସୁସଂହତ ସୃଷ୍ଟି । ଏହାର ଆକଳନ ଓ ଅଧ୍ୟୟନ ସହଜ ବ୍ୟାପାର ନୁହେଁ । ଆଧ୍ୟାତ୍ମିକ ଦୃଷ୍ଟିକୋରୁ ଏହା ଅନ୍ନମୟ କୋଷ ପ୍ରାମୟ କୋଷ, ଜ୍ଞାନମୟ କୋଷ, ମନମୟ କୋଷ ଓ ଆନନ୍ଦମୟ କୋଷ ଭାବରେ ବିଭକ୍ତ । ମଣିଷ ଆନନ୍ଦରୁ ଆସିଛି, ଆନନ୍ଦରେ ରହିବ ଏବଂ ପୁି ଆନନ୍ଦକୁ ଫେରିଯିବ । କିନ୍ତୁ ଏଥିରେ ବିକୃତି ବେଳେବେଳେ ଦେଖାଦିଏ । ତା’ର ଅନ୍ୟାନ୍ୟ କାର ମଧ୍ୟରେ ଖାଦ୍ୟ, ଚିନ୍ତା ଓ ଆବେଗ ପରିଚାଳନାରେ ତ୍ରୁଟି ଉଲ୍ଲେଖନୀୟ । ଦେହରୂପକ ମନ୍ଦିରରେ ପୂଜକ ଭଳି ପ୍ରବେଶ କରିପାରନ୍ତି ଡାକ୍ତରମାନେ ଏବଂ ଚିକିତ୍ସା ସେବା ଏକ ଉଚ୍ଚତର ଅଧ୍ୟାତ୍ମ ସେବା ବୋଲି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ପ୍ରକାଶ କରିଛନ୍ତି । ରାଜଭବନରୁ କାର୍ଡିଓଲୋଜିକାଲ୍‌ ସୋସାଇଟି ଅଫ୍‌ ଇଣ୍ଡିଆ, ଓଡ଼ିଶା ଚାପ୍‌ଟରର ୨୫ତମ ବାର୍ଷିକ ସମ୍ମିଳନୀକୁ ଉଦ୍‌ଘାଟନ କରି ରାଜ୍ୟପାଳ ପ୍ରଫେସର ଲାଲ୍‌ କହିଲେ ଯେ ରୋଗୀ ଓ ଡାକ୍ତରଙ୍କ ମଧ୍ୟ ଏକାତ୍ମ ଭାବ ସୃଷ୍ଟି ନହେଲେ ଚିକିତ୍ସା ସଫଳ ହୁଏ ନାହିଁ । ଡାକ୍ତରମାନେ ରୋଗୀସେବାକୁ ବୃତ୍ତି ନୁହେଁ: ଏକ ମହାନ ବ୍ରତ ଭାବରେ ଗ୍ରହ କରିବାକୁ ରାଜ୍ୟପାଳ ପରାମର୍ଶ ଦେଇଥିଲେ । ଉଦ୍‌ଘାଟନୀ ଉତ୍ସବରେ ଓଡ଼ିଶା ଚାପ୍‌ଟରର ଅଧ୍ୟକ୍ଷ ଡଃ. ଆର୍‌.ଏସ୍‌. ଏନ୍‌. ମୂର୍ତ୍ତି, ସାଇଣ୍ଟିଫିକ୍‌ କମିଟିର ଅଧ୍ୟକ୍ଷ ଡଃ. ପି.କେ. ସାହୁ, ଆୟୋଜନ କମିଟିର ସଂପାଦକ ଡଃ. ଏସ୍‌.ଏନ୍‌. ରାଉତରାୟ, ଅଭ୍ୟର୍ଥନା କମିଟିର ଅଧ୍ୟକ୍ଷ ଡଃ. ଏସ୍‌.ଏସ୍‌. ମିଶ୍ର ପ୍ରମୁଖ ବକ୍ତବ୍ୟ ରଖିଥିଲେ । ଓଡ଼ିଶା ଚାପ୍‌ଟରର ସଂପାଦକ ଡଃ. ବି.ଆର୍‌. ମିଶ୍ର ବାର୍ଷିକ ବିବରଣୀ ଉପସ୍ଥାପନ କରିଥିଲେ । ଉତ୍ସବରେ ରାଜ୍ୟପାଳଙ୍କ ସଚିବ ଡଃ. ପି.କେ. ମେହେର୍ଦ୍ଦା ଉପସ୍ଥିତ ଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!