Sunday, September 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁରୀ ଆସିବାର ସୌଭାଗ୍ୟ ପାଇଛନ୍ତି ବଲିଉଡ୍ ଅଭିନେତା ଗୋବିନ୍ଦା

by ସଞ୍ଜୟ ସ୍ୱାଇଁ
August 31, 2021
in State, Toursimi
ପୁରୀ ଆସିବାର ସୌଭାଗ୍ୟ ପାଇଛନ୍ତି ବଲିଉଡ୍ ଅଭିନେତା ଗୋବିନ୍ଦା
181
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ପୁରୀରେ ବଲିଉଡ୍ ଅଭିନେତା ଗୋବିନ୍ଦା । ଗୋବିନ୍ଦା ଶ୍ରୀମନ୍ଦିର ସିଂହଦ୍ୱାର ଦେଇ ପ୍ରବେଶ କରି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତିା ରତ୍ନସିଂହାସନସ୍ଥିତ ଚତୁର୍ଦ୍ଦାବିଗ୍ରହ,ମା ବିମଳା ମନ୍ଦିର,ମହାଲକ୍ଷ୍ମୀ ମନ୍ଦିର,ପାର୍ଶ୍ୱ ର୍ଦେବାଦେବୀଙ୍କୁ ସେ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଛନ୍ତି। ପ୍ରଭୁଙ୍କ ଡାକରା ଆସିବାରୁ ସେ ପୁରୀ ଆସିବାର ସୌଭାଗ୍ୟ ପାଇଛନ୍ତି। ଗୋଟିଏ ସମୟରେ ଜୀବନରେ ଜଟିଳ ପରିସ୍ଥିତି ଦେଇ ଗତିକରୁଥିବା ଗୋବିନ୍ଦା ମହାପ୍ରଭୁଙ୍କ ଦର୍ଶନ କରିବା ପରେ ସେସବୁ ଅନେକାଂଶରେ ଦୂର ହୋଇଛି । ପୁଣି ଥରେ ତାଙ୍କ ଜୀବନରେ ସୁଃଖ ଶାନ୍ତି ଫେରିଆସିଛି ବୋଲି ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି। ଗୋବିନ୍ଦାଙ୍କ ଦର୍ଶନ ସମୟରେ ମଧୂସୁଦନ ମହାପାତ୍ର,ବରିଷ୍ଠ ସେବାୟତ ମହାବୀର,ପ୍ରତିହାରୀ ଓ ଶ୍ୟାମ ସୁନ୍ଦର ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲୋ ଉତ୍ତର ଦ୍ୱାର ଦେଇ ପ୍ରସ୍ଥାନ କରିଥିଲେ ।କୋଭିଡ କଟକଣା ମଧ୍ୟରେ ଶାନ୍ତି ଶୃଙ୍ଖଳାର ସହ ପ୍ରାୟ ୩୦ ମିନିଟରୁ ଅଧିକ ସମୟ ହେବ ଜଗାକୁ ଦର୍ଶନ କରିଛନ୍ତି ଗୋବିନ୍ଦା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!