Monday, August 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସରକାରୀ ପ୍ରାଥମିକ ବିଦ୍ୟାଳୟ ମାଙ୍କପଲ୍ଲୀର ପ୍ରଧାନ ଶିକ୍ଷୟତ୍ରୀଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା

by ସଞ୍ଜୟ ସ୍ୱାଇଁ
June 1, 2025
in Nayagarh, State
ଏବିଭିପି ପକ୍ଷରୁ ଜିଲ୍ଲା ବୈଠକ
151
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ବ୍ଲକ୍ ଅନ୍ତର୍ଗତ ଭାଟସାହି କ୍ଲଷ୍ଟରର ଚଣ୍ଡିବସ୍ତ ଗ୍ରାମପଞ୍ଚାୟତର ସରକାରୀ ପ୍ରାଥମିକ ବିଦ୍ୟାଳୟ ମାଙ୍କପଲ୍ଲୀର ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ନଳିନୀପ୍ରଭା ସାହୁଙ୍କର ଅବସରକାଳୀନ ସମ୍ବର୍ଦ୍ଧନା ସଭା ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଶ୍ରୀ ରମେଶଚନ୍ଦ୍ର ମହାରଣାଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଯାଇଛି । ଜଣେ ଶିକ୍ଷକ ସବୁଦିନ ପାଇଁ ଶିକ୍ଷକ ଏବଂ ନମସ୍ୟ ମଧ୍ୟ ତା\’ର କେବେ ଅବସର ନଥାଏ । ଏଭଳି ମତବ୍ୟକ୍ତ କରିଛନ୍ତି ଅତିଥିମାନେ ।

ସେ ଜଣେ କର୍ମଠ, ଦକ୍ଷ ଏବଂ ମେଳାପି ଶିକ୍ଷୟତ୍ରୀ ଥିଲେ । ଏହି ଅବସରକାଳୀନ ସମ୍ବର୍ଦ୍ଧନା ସଭାରେ ନୟାଗଡ଼ ବ୍ଲକ୍ ଅଧ୍ୟକ୍ଷ କିଶୋରଚନ୍ଦ୍ର ସାହୁ, ଚଣ୍ଡିବସ୍ତ ଗ୍ରାମପଞ୍ଚାୟତ ସରପଞ୍ଚ ରବିନ୍ଦ୍ର କୁମାର ସାହୁ, ପ୍ରାଥମିକ ଶିକ୍ଷକ ସଂଘର ସଭାପତି ବିପିନ୍ଚନ୍ଦ୍ର ଦାଶ, ସାଧାରଣ ସମ୍ପାଦକ ଭକ୍ତବଲ୍ଲବ ବଟକୃଷ୍ଣ ମିଶ୍ର, ସିଆର୍‌୍ସିସି ସନ୍ତୋଷ କୁମାର ପ୍ରଧାନ, ଏବିଇଓ ଧନେଶ୍ୱର ସେଠୀ, ଏବିଇଓ ସଂଜୟ କୁମାର ମଲ୍ଲିକ ପ୍ରମୁଖ ଯୋଗଦାନ କରି ଶ୍ରୀମତୀ ନଳିନୀପ୍ରଭା ସାହୁଙ୍କର କାର୍ଯ୍ୟଦକ୍ଷତା ଉପରେ ମତବ୍ୟକ୍ତ କରିଥିଲେ ।

ଏହି ବିଦାୟି ପ୍ରଧାନ ଶିକ୍ଷୟତ୍ରୀଙ୍କୁ ମାଙ୍କପଲ୍ଲି ଗ୍ରାମକମିଟି, ଭାଟସାହି କ୍ଲଷ୍ଟର ଅଧିନରେ ଥିବା ସମସ୍ତ ଶିକ୍ଷକ ଓ ଶିକ୍ଷୟତ୍ରୀମାନେ ସମ୍ବର୍ଦ୍ଧିତ କରିଥିଲେ । ଉକ୍ତ କାର୍ଯ୍ୟକ୍ରମକୁ ସଫଳ କରିବାରେ ବିଦ୍ୟାଳୟର ସହକାରୀ ଶିକ୍ଷୟତ୍ରୀ ଶ୍ରୀମତୀ ଶୁଭଲକ୍ଷ୍ମୀ ରାଉତ ଏବଂ ମାଙ୍କପଲ୍ଲି ଗ୍ରାମବାସୀମାନେ ସମ୍ପୂର୍ଣ୍ଣ ସହଯୋଗ କରିଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!