Monday, March 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗ୍ରାମ୍ୟ ଜଳଯୋଗାଣ ପକ୍ଷରୁ ସଚେତନତା

by ସଞ୍ଜୟ ସ୍ୱାଇଁ
December 7, 2019
in Health, NATIONAL NEWS, Planning and Development
34
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଭାପୁର ବ୍ଲକ ସମ୍ମିଳନୀ କକ୍ଷରେ ଭାପୁର ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବିଭାଗ ପକ୍ଷରୁ ସ୍ୱାବଲମ୍ବି କାରିଗର ମାନଙ୍କର ଏକ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଭାପୁର ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅନ୍ତର୍ଯ୍ୟାମୀ ଦାଶ, ଗ୍ରାମ୍ୟ ଜଳ ଯୋଗାଣ ବିଭାଗ ଯନ୍ତ୍ରୀ ଅମରେଶ ପଣ୍ଡା ଯୋଗ ଦେଇ ସ୍ୱାବଲମ୍ବି କାରିଗରମାନେ କିଭଳି ଭାବରେ ସ୍ୱଚ୍ଛ ପାନୀୟ ଜଳ ଲୋକମାନଙ୍କୁ ଯୋଗାଇ ପାରିବେ ସେଥିପାଇଁ ଯତ୍ନବାନ ହେବା ଆବସ୍ୟକ ବୋଲି ମତ ଦେଇଥିଲେ । କେନ୍ଦ୍ର ଓ ରାଜ୍ୟ ସରକାରଙ୍କର ପ୍ରତ୍ୟେକ ଘରକୁ ସ୍ୱଚ୍ଛ ପାନୀୟ ଜଳ ଯୋଗାଇବା ପାଇଁ ନେଇଥିବା ପଦକ୍ଷେପକୁ ଠିକ ଭାବରେ କାର୍ଯ୍ୟକାରୀ କରିବା ଏହି କର୍ମଶାଳାର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ଶିବିରରେ ୨୦ ଗୋଟି ଗ୍ରାମ ପଂଚାୟତରୁ ୧୧୦ ଜଣ କାରିଗର ଯୋଗ ଦେଇଥିଲେ ।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!