Monday, June 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗ୍ରାଣ୍ଡସ୍ଲାମ୍ ଟାଇଟଲ ହାସଲ କଲେ ଜୋକୋଭିଚ୍

by ସଞ୍ଜୟ ସ୍ୱାଇଁ
June 14, 2021
in Sports
ଗ୍ରାଣ୍ଡସ୍ଲାମ୍ ଟାଇଟଲ ହାସଲ କଲେ ଜୋକୋଭିଚ୍
49
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ବିଶ୍ୱର ଏକ ନମ୍ବର ଟେନିସ୍ ଖେଳାଳୀ ସର୍ବିୟାର ନୋଭାକ୍ ଜୋକୋଭିଚ୍ ଫ୍ରେଞ୍ଚ ଓପନ ପୁରୁଷ ସିଙ୍ଗିଲ୍ ଟାଇଟଲ ହାସଲ କରିଛନ୍ତି । ଫାଇନାଲ୍ ମ୍ୟାଚରେ ଗ୍ରୀସର ୨୨ବର୍ଷିୟ ଷ୍ଟିଫାନେଓ ସିତାସିପାସଙ୍କୁ ୬-୭, ୨-୬, ୬-୩, ୬-୨ ଓ ୬-୪ ସେଟରେ ପରାସ୍ତ କରି ଟାଇଟଲ ହାସଲ କରିଛନ୍ତି । ଦୀର୍ଘ ୪ଘଣ୍ଟା ପରିଶ୍ରମ କରି କ୍ୟାରିୟରର ୧୯ତମ ଗ୍ରାଣ୍ଡସ୍ଲାମ୍ ଟାଇଟଲ ହାସଲ କରିବାରେ ସକ୍ଷମ ହୋଇପାରିଛନ୍ତି ଜୋକୋଭିଚ୍ । ୩୪ବର୍ଷୀୟ ସର୍ବିୟା ଷ୍ଟାର ଖେଳାଳୀ ଭାବେ ଟେନିସ୍ ଇତିହାସରେ ୨ଥର ସମସ୍ତ ୪ ଗ୍ରାଣ୍ଡସ୍ଲାମ୍ ଟାଇଟଲ ହାସଲ କରିଛନ୍ତି । ରୟ ଇମରସନ୍ ଓ ରଡ ଲେଭରଙ୍କ ନାମରେ ପୂର୍ବରୁ ଏହି ରେକର୍ଡ ଥିଲା । ସର୍ବାଧିକ ଗ୍ରାଣ୍ଡସ୍ଲାମ ଜିତିବା ରେକର୍ଡ ବର୍ତ୍ତମାନ ୨୦ବର୍ଷୀୟ ରୋଜର ଫେଡେର ଓ ରାଫେଲ୍ ନାଡାଲଙ୍କ ନାମରେ ରହିଥିବା ଜଣାପଡିଛି ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!