Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିର

by ସଞ୍ଜୟ ସ୍ୱାଇଁ
February 3, 2025
in Nayagarh, State
ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିର
43
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ମାସର ପ୍ରଥମ ସୋମବାର ଅବସରରେ ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିର ସଦଭାବନା ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଜନଶୁଣାଣି କାର୍ଯ୍ୟକ୍ରମରେ ଆରକ୍ଷୀ ଅଧିକ୍ଷକ ଏସ୍ ସୁଶ୍ରୀ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଲଗ୍ନଜିତ ରାଉତ, ଅତିରିକ୍ତ ଜିଲ୍ଲାପାଳ କର୍ଣ୍ଣଦେବ ସମାଦ୍ଦାର, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ସୁଶାନ୍ତ କୁମାର ଦାଶ, ନୟାଗଡ଼ ଏସଡିପିଓ ସୁଦର୍ଶନ ଗାଙ୍ଗୋଇ ପ୍ରମୂଖ ଉପସ୍ଥିତ ରହିଥିଲେ । ଆଜିର ଶିବିରକୁ ମୋଟ ୧୫୪ଟି ଅଭିଯୋଗ ଆସିଥିବା ବେଳେ ତାହା ମଧ୍ୟରୁ ୧୪୦ଟି ବ୍ୟକ୍ତିଗତ, ୪ଟି ଗ୍ରାମ୍ୟ ସମସ୍ୟା ରହିଥିଲା । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧୦ ଜଣଙ୍କୁ ସହାୟତା ପ୍ରଦାନ କରାଯାଇଛି । ୨୮ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିବା ସୂଚନା ମିଳିଛି । ଭତ୍ତା ସମସ୍ୟା ନେଇ ଅନେକ ଅଭିଯୋଗ ଆସିଥିବା ଜଣାପଡ଼ିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!