Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୩୧୧ କୋଟି ଜିଏସଟି ଠକେଇ ଅଭିଯୋଗ, ୫ ଗିରଫ

by ସଞ୍ଜୟ ସ୍ୱାଇଁ
July 6, 2022
in Crime, State
୩୧୧ କୋଟି ଜିଏସଟି ଠକେଇ ଅଭିଯୋଗ, ୫ ଗିରଫ
112
VIEWS
Share on FacebookShare on Twitter

ରାଉରକେଲା, (ବାଘୁଆବାର୍ତ୍ତା): ବଡ଼ ଧରଣର ଜିଏସଟି ଠକେଇ । ୩୧୧ କୋଟି ଜିଏସଟି ଠକେଇ ଅଭିଯୋଗ । ଜିଏସଟି ଠକେଇ ଅଭିଯୋଗରେ ୫ ଜଣ ବ୍ୟବସାୟୀ ଗିରଫ ହୋଇଛନ୍ତି । ଗିରଫଙ୍କ ମଧ୍ୟରେ ୪ ଜଣ ରାଉରକେଲାର ହୋଇଥିବାବେଳେ ଜଣେ ସୁନ୍ଦରଗଡ଼ ଅଞ୍ଚଳର । ରାଜ୍ୟ ଜିଏସଟି ଏନଫୋର୍ସମେଣ୍ଟ ଟିମ୍ ପଷରୁ ୫ ଜଣଙ୍କୁ ଗିରଫ କରାଯାଇଛି । ତେବେ ଏବେବି ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରହିଥିବା ବେଳେ ଗିରଫ ୫ ବ୍ୟବସାୟୀଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି । ଗିରଫ ଅଭିଯୁକ୍ତ ହେଲେ ଧନବାନ ସା, ରାମଭରୋସେ ସା, ନିକୁ ସିଂ, ସୁବାଶ କାଣ୍ଡୁଲାନା ଓ ମନୋଜ ପାଣ୍ଡେ । ଜାଲି କାଗଜପତ୍ରରେ ୩୧୧ କୋଟି ଜିଏସଟି ଠକିଥିବା ଅଭିଯୋଗ । ୨୩ ଜାଲି ସଂସ୍ଥା ଓ ୩ଟି କମ୍ପାନୀ ଜରିଆରେ ଠକିଥିବା ଅଭିଯୋଗ । ୩ଟି କମ୍ପାନୀ ମଧ୍ୟରୁ ଗୋଟିଏ ଜାଲି କମ୍ପାନୀ ଥିବା ଜିଏସଟି ପକ୍ଷରୁ ସୂଚନା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!