Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଶନ ଦୋକାନ ଉପରେ ଜିଏସ୍‌ଟି ରେଡ୍‌

by ସଞ୍ଜୟ ସ୍ୱାଇଁ
September 4, 2024
in Crime, State
ରାଶନ ଦୋକାନ ଉପରେ ଜିଏସ୍‌ଟି ରେଡ୍‌
50
VIEWS
Share on FacebookShare on Twitter

ବଲାଙ୍ଗିର, (ବାଘୁଆବାର୍ତ୍ତା): ରାଶନ ଦୋକାନ ଉପରେ ହେଲା ଜିଏସ୍‌ଟି ଚଢ଼ାଉ। ଚଢ଼ାଉ ସମୟରେ ଦୋକାନୀ ମାଲିକ ଜିଏସ୍‌ଟି ଫାଙ୍କୁଥିବା ଜଣା ପଡ଼ିଥିଲା। ଏହାପରେ ବିଭାଗ ପକ୍ଷରୁ ଦୋକାନୀଙ୍କ ଉପରେ ପଡ଼ିଛି ୫୫ ହଜାର ଟଙ୍କାର ଫାଇନ୍‌। ଏପରି ଏକ ଘଟଣା ଆଜି ବଲାଙ୍ଗିର ଜିଲ୍ଲା ସଇଁତଳା ବ୍ଲକ ଘୁନସରରେ ଘଟିଛି। ଦୀର୍ଘ ଦିନ ହେବ ଘୁନସରର ରାଶନ ଦୋକାନୀ ବିକାଶ ବେହେରା ଜିଏସଟି ଫାଙ୍କୁଥିବା ନେଇ ଅଭିଯୋଗ ହୋଇ ଆସୁଥିଲା। ଏହାକୁ ନେଇ ଆଜି ସକାଳୁ ବଲାଙ୍ଗୀର ଜିଏସଟି ବିଭାଗ ର ତିନି ଜଣିଆ ଟିମ ବିକାଶ ବେହେରାଙ୍କ ଦୋକାନରେ ଅତର୍କିତ ଚଢ଼ାଉ କରିଥିଲେ। ସେମାନେ ଦୋକାନର କାଗଜ ପତ୍ର ଯାଞ୍ଚ କରିବା ସହ ଦୋକାନ ମାଲିକ ବିକାଶ ବେହେରାଙ୍କୁ ପଚରା ଉଚରା କରିଥିଲେ। ଏହି ଜେରା ସମୟରେ ବିକାଶଙ୍କ ଦୋକାନ ଜିଏସଟିରେ ପଞ୍ଜୀକୃତ ହୋଇ ନ ଥିବାରୁ ସେ ଜିଏସଟି ଫାଙ୍କୁଥିବା ଜଣା ପଡ଼ିଥିଲା। ଫଳରେ ବିଭାଗ ପକ୍ଷରୁ ତାଙ୍କ ଉପରେ ୫୫ ହଜାର ଟଙ୍କା ଫାଇନ୍‌ ପକାଯାଇଛି। ଏଥିସହ ଆସନ୍ତା ୧୫ ଦିନ ମଧ୍ୟରେ ଦୋକାନଟିକୁ ଜିଏସଟି ପଞ୍ଜୀକୃତ କରିବା ପାଇଁ ଅଧିକାରୀ ନିର୍ଦ୍ଦେଶ ଦେଇଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!