Wednesday, September 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜ୍ଞାନରେ ଅହଂକାର ନରହୁ : ଅରୁଣ

by ସଞ୍ଜୟ ସ୍ୱାଇଁ
December 28, 2019
in Education
ଜ୍ଞାନରେ ଅହଂକାର ନରହୁ : ଅରୁଣ
45
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଲେଖକ ପରିଷଦ ପକ୍ଷରୁ ହୋଟେଲ ଗୋପିନାଥଠାରେ ରୈାପ୍ୟ ଜୟନ୍ତି ଉତ୍ସବ ପାଳିତ ହୋଇଯାଇଛି । ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତି କରଣ, ମତ୍ସ୍ୟ ଓ ପ୍ରାଣୀ ସଂପଦ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଯୋଗ ଦେଇ ତାଙ୍କ ବକ୍ତବ୍ୟରେ, ଜ୍ଞାନରେ ଅହଂକାର ନରହୁ ବୋଲି ପ୍ରକାଶ କରିଥିଲେ । ଏପରି ଲେଖା ସୃଷ୍ଟି ହେଉ, ଯେଉଁ ଲେଖା ସମାଜ ଗଠନ ମୂଳକ କାର୍ଯ୍ୟରେ ଲାଗି ପାରିବ । ସାହିତ୍ୟ ସହିତ ସମାଜ, ସମାଜ ସହିତ ରାଜନୀତି, ରାଜନୀତି ସହିତ ଅର୍ଥନୀତି ଅଙ୍ଗାଙ୍ଗି ଜଡ଼ିତ । ଲେଖା ବଢ଼ୁଛି, ଲେଖକ ବଢ଼ୁଛନ୍ତି ଏହା ସମାଜ ପାଇଁ ଭଲ । କିନ୍ତୁ ପରିତାପର ବିଷୟ ପରସ୍ପର ମଧ୍ୟରେ ଆଦର କାହିଁକି କମୁଛି ବୋଲି ଡ. ସାହୁ ପ୍ରଶ୍ନ କରିଛନ୍ତି । ସେହିଭଳି ବାହାରକୁ ଯାହା ପରିସ୍ପୁଷ୍ଟିତ ହେଉଛି, ଭିତରରେ କିନ୍ତୁ ଓଲଟା ଦେଖା ଯାଉଛି ବୋଲି ମନ୍ତ୍ରୀ କହିଛନ୍ତି । ସମୟକୁ ବରବାଦ୍ କରୁଥିବା ବ୍ୟକ୍ତି ସଦାବେଳେ ବ୍ୟସ୍ତ ବୋଲି କହିବୁଲେ ବୋଲି ମତ ଦେଇଛନ୍ତି । ଏହି ସଭାରେ ରଣପୁର ବିଧାୟକ ସତ୍ୟ ନାରାୟଣ ପ୍ରଧାନ, ପ୍ରଫେସର ଆଦିକନ୍ଦ ସାହୁ, ପ୍ରଧାନୀ ବୃନ୍ଦାବନ ମହାପାତ୍ର, ପ୍ରମୋଦ ପଟ୍ଟନାୟକ ଅତିଥି ଭାବେ ଯୋଗ ଦେଇଥିଲେ । ଲେଖକ ପରିଷଦର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ରହିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!