Thursday, August 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ

by ସଞ୍ଜୟ ସ୍ୱାଇଁ
March 21, 2021
in Feature News
ଲଜରେ ଯୁବକଙ୍କ ମୃତଦେହ ଉଦ୍ଧାର
252
VIEWS
Share on FacebookShare on Twitter

କାଲିମେଳା,(ବାଘୁଆବାର୍ତ୍ତା):  ଜଣେ ଯୁବକର ସନ୍ଦେହ ଜନକ ମୃତ୍ୟୁକୁ ନେଇ ମାଲକାନଗିରି ଜିଲ୍ଲା ଏମ୍‌ଭି ୭୯ ଥାନା ଅନ୍ତର୍ଗତ ଏମ୍‌ପିଭି ୪୮ ଗ୍ରାମରେ ଉତ୍ତେଜନା ଦେଖାଯାଇଛି। ସେହି ଗ୍ରାମର ରଂଜିତ ରାୟଙ୍କ ପୁଅ ବିପୁଳ ରାୟଙ୍କୁ କେହି ହତ୍ୟା କରି ମହୁଲ ଗଛରେ ଝୁଲାଇ ଦେଇଥିବାର ଅଭିଯୋଗ କରିଛନ୍ତି ପରିବାର ଲୋକ। ଗତକାଲି ରାତି ୯ଟା ସମୟରେ ବିପୁଳ ଶନିଶ୍ଚର ମେଳା ଦେଖିବାକୁ ଯାଇ ଆଉ ଘରକୁ ଫେରି ନଥିଲେ। ରାତିସାରା ଖୋଜା ଖୋଜି କରାଯାଇଥିଲେ ମଧ୍ୟ ବିପୁଳର କୌଣସି ସନ୍ଧାନ ମିଳି ନଥିଲା। ତେବେ ଆଜି ସକାଳୁ କିଛି ପିଲା ଘର ପଛପଟେ ମହୁଲ ଗୋଟାଇବାକୁ ଯାଇଥିଲା ବେଳେ ବିପୁଳଙ୍କର ମୃତଦେହ ମହୁଲ ଗଛରେ ଅଧା ଝୁଲୁ ଥିବା ଅବସ୍ଥାରେ ଦେଖିବାକୁ ପାଇଥିଲେ। ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ସଂଦେହ କରି ପରିବାର ଲୋକେ ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୁଲିସ ଘଟଣାସ୍ଥଳରେ ପଂହଁଚି ତଦନ୍ତ ଆରମ୍ଭ କରିଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!