Friday, September 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହଂସିତା-ଅନୀଲ ଗିରଫ ମାମଲା, ଆଜି ଉଭୟଙ୍କ ଜାମିନ ଆବେଦନର ଶୁଣାଣି

by ସଞ୍ଜୟ ସ୍ୱାଇଁ
January 13, 2025
in Crime, State
ହଂସିତା-ଅନୀଲ ଗିରଫ ମାମଲା, ଆଜି ଉଭୟଙ୍କ ଜାମିନ ଆବେଦନର ଶୁଣାଣି
42
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ହଂସିତା-ଅନିଲ୍‌ ଗିରଫ ମାମଲା । ଗିରଫ ପରେ ସୋମବାର ଦିନ ଉଭୟଙ୍କ ଜାମିନ ଆବେଦନର ଶୁଣାଣି ହେବ । ତେବେ ଯଦି ଜାମିନ ଆବେଦନ ଖାରଜ ହୁଏ, ତେବେ ଉଭୟ ପୁଣି ଥରେ ଝାରପଡ଼ା ଜେଲ୍କୁ ଯିବେ ବୋଲି ଜଣାପଡିଛି । ବିଭିନ୍ନ ଲୋକଙ୍କୁ ଠକେଇ ଅଭିଯୋଗରେ କମିଶନରେଟ୍‌ ପୋଲିସ ହାତରେ ବନ୍ଧା ହୋଇଥିଲେ ହଂସିତା ଏବଂ ତାଙ୍କ ସହଯୋଗୀ । ତେବେ ହଂସିତା ଗିରଫ ପରେ ଅନେକ ଗୁମର ଖୋଲିଥିଲା । ଏପିରିକି ଲଗାତର ୪ ଦିନ ଧରି ଆୟକର ବିଭାଗ ଏବଂ ପୋଲିସ ହଂସିତା ଏବଂ ଅନିଲଙ୍କ ବିଭିନ୍ନ ଠିକଣାରେ ଚଢାଉ କରିଥିଲେ । ଏହି ଚଢାଉରେ ପୋଲିସ ଏବଂ ଆୟକର ବିଭାଗ ଟିମ୍‌କୁ ଅନେକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ମିଳିଥିଲା । ତେବେ କମିଶନରେଟ୍‌ ପୋଲିସ ହାତରେ ଗିରଫ ହୋଇଥିବା ହଂସିତା ଓ ଅନୀଲଙ୍କ କଳା ସାମ୍ରାଜ୍ୟର ତଦନ୍ତ ଭାର ଇଡି ବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ କରିବ ବୋଲି ସୂଚନା ମିଳିଛି । ଉଭୟଙ୍କ ସମ୍ପତ୍ତି ପରିମାଣ ଦେଖି ଆର୍ଥିକ କାରବାର ଓ କଳାଧନର ଉତ୍ସ ଖୋଜିବାକୁ ଇଡି ତଦନ୍ତ ପ୍ରକ୍ରିୟା ଆରମ୍ଭ କରିଛି । ଅନୀଲ ଓ ହଂସିତାଙ୍କ ବିରୋଧରେ ହୋଇଥିବା ଏତଲା କପି, ସମସ୍ତ ତଥ୍ୟ ଓ କାଗଜପତ୍ର କମିଶନରେଟ ପୋଲିସ ଓ ଆୟକର ବିଭାଗ ଠାରୁ ସଂଗ୍ରହ କରିଛି ଇଡି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!