Sunday, July 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହତ୍ୟାରେ ବ୍ୟବହୃତ ଟାଙ୍ଗିଆ ପୁଲିସ ପାଖରେ

by ସଞ୍ଜୟ ସ୍ୱାଇଁ
November 25, 2019
in Crime, Nayagarh, State
16
VIEWS
Share on FacebookShare on Twitter

ଦଶପଲ୍ଲା, (ବାଘୁଆବାର୍ତ୍ତା) : ଦଶପଲ୍ଲା ଏନଏସି ଅନ୍ତର୍ଗତ କୃଷ୍ଣଚନ୍ଦ୍ରପୁରପାଟଣା ହତ୍ୟାକାଣ୍ଡ ଘଟଣାରେ ବ୍ୟବହୃତ ଟାଙ୍ଗିଆ ପୁଲିସ ପାଖରେ ପହଂଚିଛି । ସୂଚନାନୁସାରେ, ଦିନ ଦିପହରରେ ମାୟାଧର ପୃଷ୍ଟିଙ୍କୁ ସ୍ପଷ୍ଟ ଦିବାଲୋକରେ ହତ୍ୟାକରି ଫେରାର ହୋଇଯାଇଥିôବା ହତ୍ୟାକାରୀର ଏପର୍ଯ୍ୟନ୍ତ ସନ୍ଧାନ ମିଳିନଥିବା ବେଳେ ପୁଲିସ ହତ୍ୟାକାରୀକୁ ଏଯଉଁ ଗିରଫ କରିପାରି ନାହିଁ । ତେବେ ପୁନଶ୍ଚ ଅନୁସନ୍ଧାନ ବେଳେ ସୋମବାର ମୃତକଙ୍କ ଘର ବାରଣ୍ଡାରେ ଏକ ଜରି ଭିତରେ ଗୋଟିଏ ରକ୍ତଭିଜା ଟାଙ୍ଗିଆ ପଡ଼ିଥିବା ସନ୍ଧାନ ପାଇ ପୁଲିସ ତାକୁ ଜବତ କରିଛି । ଅନ୍ୟପକ୍ଷେ ଆଜି ମୃତକଙ୍କ ଝିଅ ଓ ପôତୀ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିରରେ ପୁଲିସ ବିରୁଦ୍ଧରେ ଅଭିଯୋଗ କରିଛନ୍ତି ।

Leave a Reply Cancel reply

Your email address will not be published. Required fields are marked *

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!