Friday, September 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗାଡି ଧୀରେ ଚଳାଇବାକୁ କହିବାରୁ ବୃଦ୍ଧକୁ ପିଟିପିଟି ମାରିଦେଲେ

by ସଞ୍ଜୟ ସ୍ୱାଇଁ
October 18, 2024
in NATIONAL NEWS
ଗାଡି ଧୀରେ ଚଳାଇବାକୁ କହିବାରୁ ବୃଦ୍ଧକୁ ପିଟିପିଟି ମାରିଦେଲେ
67
VIEWS
Share on FacebookShare on Twitter

ହାଇଦ୍ରାବାଦ, (ବାଘୁଆବାର୍ତ୍ତା): ସାମାନ୍ୟ କଥା କଟାକଟି ନେଲା ସାଂଘାତିକ ରୂପ । ଚାଲିଗଲା ଜଣେ ବୟସ୍କ ବ୍ୟକ୍ତିଙ୍କ ଜୀବନ। ଏପରି ଏକ ଅଭାବନୀୟ ଘଟଣା ହାଇଦ୍ରାବାଦରେ ଅଲୱାଲରେ ଘଟିଛି। ଏହାର ଭିଡିଓ ସିସିଟିଭିରେ କଏଦ ହୋଇଛି। ଜଣେ ବୟସ୍କ ବ୍ୟକ୍ତି ଅଲୱାଲର ଏକ ବ୍ୟସ୍ତବହୁଳ ରାସ୍ତା ଅତିକ୍ରମ କରୁଥିବା ବେଳେ ଏହି ଘଟଣା ଘଟିଛି। ବ୍ୟକ୍ତିଜଣକ ରାସ୍ତା ପାର୍‌ ହେଉଥିବା ବେଳେ ଜଣେ ବାଇକ୍‌ ଚାଳକ ଦ୍ରୁତ ଗତିରେ ଆସି ତାଙ୍କ ସମ୍ମୁଖରେ ଅତିକ୍ରମ ଗଲେ। ବାଇକ୍‌ ଚାଳକଜଣକଙ୍କୁ ଧୀର ଗତିରେ ଯିବାକୁ ବୃଦ୍ଧ ବ୍ୟକ୍ତିଜଣକ କହିଥିଲେ। ଏହାଶୁଣି ବାଇକ୍‌ ଚାଳକଜଣକ ଉତ୍ତ୍ୟକ୍ତ ହୋଇ ଗାଡ଼ି ରଖି ବୃଦ୍ଧଙ୍କ ନିକଟରେ ପହଞ୍ଚିଥିଲେ। ସେଠାରେ ସେ ବୃଦ୍ଧଙ୍କ ସହ ବଚସା କରିଥିଲେ। ଏହାପରେ ବୃଦ୍ଧଙ୍କୁ ତଳେ ପକାଇ ପ୍ରବଳ ପିଟିଥିଲେ। ଫଳରେ ସେ ଗୁରୁତର ହୋଇ ପଡ଼ିଥିଲେ। ଖବର ପାଇ ପରିବାର ଲୋକେ ପହଞ୍ଚି ତାଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କ ମୃତ୍ୟୁ ଘଟିଥିଲା । ପରିବାର ଲୋକଙ୍କ ଅଭିଯୋଗକ୍ରମେ ଏନେଇ ଏକ ମାମଲା ରୁଜୁ ହୋଇଛି। ପୁଲିସ୍‌ ଘଟଣାର ତଦନ୍ତ ଆରମ୍ଭ କରି ବାଇକ୍‌ ଚାଳକଙ୍କୁ ଗିରଫ କରିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!