Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରୋଗୀ ବେଶରେ ଆସି ଡାକ୍ତରଙ୍କୁ ଗୁଳି ମାଡ଼, ଚାଲିଗଲା ଜୀବନ

by ସଞ୍ଜୟ ସ୍ୱାଇଁ
October 3, 2024
in Crime, NATIONAL NEWS
ମଦ ପିଇବାକୁ ବାରଣ କରିବାରୁ ପାରିବାରିକ କଳହକୁ ନେଇ ନିଜ ମୁଣ୍ଡକୁ ଗୁଳି ମାରି ଆତ୍ମହତ୍ୟା କଲେ ଯୁବକ
45
VIEWS
Share on FacebookShare on Twitter

ଦିଲ୍ଲୀ, (ବାଘୁଆବାର୍ତ୍ତା): ରୋଗୀ ବେଶରେ ଚିକିତ୍ସା କରାଇବାକୁ ଆସିଥିଲେ। ଆଘାତ ଲାଗିଛି ବୋଲି କହିଲେ। ତା’ପରେ ଡାକ୍ତରଙ୍କୁ ଗୁଳି କରି ହତ୍ୟା କଲେ। ଦିଲ୍ଲୀର ଜୟତପୁର ଅଞ୍ଚଳରେ ଏଭଳି କିଛି ଗୁଳିମାଡ଼ ଘଟଣା ସାମ୍ନାକୁ ଆସିଛି। ହସ୍ପିଟାଲ ଭିତରେ ପଶି ଡାକ୍ତରଙ୍କୁ ଗୁଳି କରି ହତ୍ୟା କରାଯାଇଛି। ଏହାକୁ ନେଇ ପୂରା ଅଞ୍ଚଳରେ ଆତଙ୍କ ଖେଳି ଯାଇଛି। ଦିଲ୍ଲୀ ଜୟତପୁରର ନୀମା ହସ୍ପିଟାଲ। ଏଠାରେ ଜାବେଦ ନାମକ ଜଣେ ଡାକ୍ତରଙ୍କୁ ଗୁଳି କରି ହତ୍ୟା କରାଯାଇଛି। ଡାକ୍ତରଖାନା କର୍ମଚାରୀଙ୍କ କହିବା ମୁତାବକ, ଦୁଇ ଜଣ ଯୁବକ ଡାକ୍ତରଖାନାକୁ ଆସିଥିଲେ। ଆଘତ ଲାଗିଛି ବୋଲି କହିଥିଲେ। ପ୍ରଥମେ ସେମାନଙ୍କର ଡ୍ରେସିଂ କରାଯାଇଥିଲା। ଏହା ପରେ ସେ କହିଥିଲେ ଯେ ତାଙ୍କୁ ଡାକ୍ତରଙ୍କୁ ଦେଖାଇବାକୁ ପଡିବ। ଦୁହେଁ ଡାକ୍ତରଙ୍କ କ୍ୟାବିନରେ ପହଞ୍ଚିବା ପରେ ସେମାନେ ତାଙ୍କ ଉପରକୁ ଗୁଳିମାଡ଼ କରିଥିଲେ। ପରେ ଘଟଣାସ୍ଥଳରୁ ଉଭୟ ଫେରାର ହୋଇଯାଇଥିଲେ। ସୂଚନା ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିଛି। ସେପଟେ ସିସିଟିଭି ଫୁଟେଜ ଆଧାରରେ ଦିଲ୍ଲୀ ପୁଲିସ ଅଭିଯୁକ୍ତକୁ ଖୋଜୁଛି। ତେବେ ଡାକ୍ତରଙ୍କ ସହ ଦୁଇ ଯୁବକଙ୍କ କ’ଣ ଶତ୍ରୁତା ଥିଲା ସେ ନେଇ ପୁଲିସ ତଦନ୍ତ ଜାରି ରଖିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!