Saturday, November 14, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୋକାନରେ ପଶି ଦୋକାନୀକୁ ହାଣିଲେ

by ସଞ୍ଜୟ ସ୍ୱାଇଁ
November 5, 2024
in Crime, State
ଖଣ୍ଡାରେ ହାଣିଲେ, ଟଙ୍କା ଓ ସୁନା ଗହଣା ଲୁଟ କଲେ
52
VIEWS
Share on FacebookShare on Twitter

ଗଞ୍ଜାମ, (ବାଘୁଆବାର୍ତ୍ତା): ହଠାତ୍ ଦୋକାନ ଭିତରେ ଦଳବଳ ହୋଇ ପଶିଲେ ଦୁର୍ବୃତ୍ତ। ଷ୍ଟେସନାରୀ ଦୋକାନୀଙ୍କୁ ଖଣ୍ଡାରେ ହାଣି ଲହୁଲୁହାଣ କଲେ। ଏପରି ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସିକୁଳା ଗାଁ ମାଉସୀ ମା’ ମନ୍ଦିର ଛକ ନିକଟରେ। ଆହତ ଦୋକାନୀ ସୁଶାନ୍ତ ବେହାରଙ୍କୁ ବ୍ରହ୍ମପୁର ଏମକେସିଜି ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ଗତକାଲି ରାତି ପ୍ରାୟ ୧୦ଟା ସମୟରେ ସୁଶାନ୍ତ ଦୋକାନରେ ଥିଲେ। ଏହି ସମୟରେ ହଠାତ୍ ୧୦ରୁ ୧୫ଜଣ ଦୁର୍ବୃତ୍ତ ଦୋକାନରେ ପଶି ଆସି ଖଣ୍ଡାରେ ହାଣି ତାଙ୍କୁ ଲହୁଲୁହାଣ କରିଥିଲେ। ପରେ ଦୁର୍ବୃତ୍ତମାନେ ସେଠାରୁ ଚମ୍ପଟ ମାରିଥିଲେ। ପରିବାର ଲୋକେ ସୁଶାନ୍ତଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସୁଶାନ୍ତଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ଏମକେସିଜିରେ ଭର୍ତ୍ତି କରାଯାଇଛି। ରାଜନୈତିକ ଶତ୍ରୁତା ପାଇଁ ଏହି ଆକ୍ରମଣ ହୋଇଥିବା ସୁଶାନ୍ତ ସ୍ତ୍ରୀ ଅଭିଯୋଗ କରିଛନ୍ତି। ପୁଲିସ ଘଟଣାର ତଦନ୍ତ କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!