Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ଦ୍ୱାରା ପ୍ରଧାନ ଶିକ୍ଷକ ଗିରଫ

by ସଞ୍ଜୟ ସ୍ୱାଇଁ
November 15, 2019
in Crime, Nayagarh, State
24
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା ବ୍ୟୁରୋ) : ନୟାଗଡ଼ ଜିଲ୍ଲା ଭିଜିଲାନ୍ସ ବିଭାଗ ଦ୍ୱାରା ଆଜି ଜଣେ ପ୍ରଧାନଶିକ୍ଷକ ଗିରଫ ହୋଇଥିବା ଜଣାପଡ଼ିଛି । ସେ ବାହାଡ଼ ଉଚ୍ଚ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଉମାଶଙ୍କର ସାହୁ । ସୂଚନାନୁସାରେ, ଶ୍ରୀଯୁକ୍ତ ସାହୁ ବିଦ୍ୟାଳୟ ମଧ୍ୟାହ୍ନ ଭୋଜନର ପରିବା ଓ କାଠ ବିଲ୍ କରିବା ପାଇଁ ପ୍ରସନ୍ନ ସାହୁଙ୍କୁ ପନ୍ଦର ଶହ ଟଙ୍କା ଲାଞ୍ଚ ମାଗିଥିଲେ । ଏନେଇ ପ୍ରସନ୍ନ ସାହୁ ଜିଲ୍ଲା ଭିଜିଲାନ୍ସ କାର୍ଯ୍ୟାଳୟରେ ଅଭିଯୋଗ କରିବା ପରେ ଭିଜିଲାନ୍ସ ତାଙ୍କୁ ଧରିବା ପାଇଁ ଜାଲ ବିଛାଇଥିଲା । ପୂର୍ବ ଯୋଜନା ଅନୁଯାୟୀ ଆଜି ପ୍ରସନ୍ନ ସାହୁ ପ୍ରଧାନଶିକ୍ଷକଙ୍କୁ କେମିକାଲ ବୋଳା ଟଙ୍କା ଦେବା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି । ଭିଜିଲାନ୍ସ କର୍ମଚାରୀ ତାଙ୍କଠାରୁ ଟଙ୍କା ଜବତ କରିବା ସହ ଗିରଫ କରିଥିବା ନେଇ ସୂଚନା ମିଳିଛି ।

Leave a Reply Cancel reply

Your email address will not be published. Required fields are marked *

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!