Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ଜାଲରେ ପ୍ରଧାନଶିକ୍ଷକ

by ସଞ୍ଜୟ ସ୍ୱାଇଁ
February 10, 2024
in Crime, State
ଭିଜିଲାନ୍ସ ଜାଲରେ ପ୍ରଧାନଶିକ୍ଷକ
85
VIEWS
Share on FacebookShare on Twitter

କେନ୍ଦ୍ରାପଡ଼ା, (ବାଘୁଆବାର୍ତ୍ତା): ଭିଜିଲାନ୍ସ ଜାଲରେ ପ୍ରଧାନଶିକ୍ଷକ । ଲାଞ୍ଚ ନେଇ ଧରାପଡିଲେ କେନ୍ଦ୍ରାପଡ଼ା ଟାଉନ୍‌ ହାଇସ୍କୁଲର ପ୍ରଧାନଶିକ୍ଷକ ନିରଞ୍ଜନ ଅତି । ଏହାସହିତ ପ୍ରଧାନଶିକ୍ଷକଙ୍କ ନିକଟରୁ ନଗଦ ଟଙ୍କା ମଧ୍ୟ ଜବତ କରିଛି ଭିଜିଲାନ୍ସ । ଖବର ଅନୁଯାୟୀ, ଲୋନ୍‌ କାଗଜପତ୍ରରେ ଦସ୍ତଖତ ପାଇଁ ନିଜ ସ୍କୁଲର ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ଠାରୁ ନେଉଥିଲେ ଲାଞ୍ଚ । ମାତ୍ର ୫ ହଜାର ଟଙ୍କା ଲାଞ୍ଚ ନେବାର ଅଭିଯୋଗ ହୋଇଛି । ଏହି ଆଧାରରେ ଭିଜିଲାନ୍ସ ପ୍ରଧାନଶିକ୍ଷକଙ୍କୁ କାବୁ କରିଛି । ପ୍ରଧାନଶିକ୍ଷକଙ୍କ ଠାରୁ କିଛି ନଗଦ ଟଙ୍କା ଜବତ ହୋଇଥିବା ଜଣାପଡିଛି । ସେପଟେ ଏନେଇ ଭିଜିଲାନ୍ସ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିନାହିଁ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!