Sunday, July 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଲେଶ୍ୱର ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ କୋଭିଡ୍‌ରେ ଆକ୍ରାନ୍ତ, ଏମ୍‌ସରେ ଚାଲିଛି ଚିକିତ୍ସା

by ସଞ୍ଜୟ ସ୍ୱାଇଁ
October 4, 2021
in State
ବାଲେଶ୍ୱର ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ କୋଭିଡ୍‌ରେ ଆକ୍ରାନ୍ତ, ଏମ୍‌ସରେ ଚାଲିଛି ଚିକିତ୍ସା
213
VIEWS
Share on FacebookShare on Twitter

ନୀଳଗିରି, (ବାଘୁଆବାର୍ତ୍ତା): ବାଲେଶ୍ୱର ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ କୋଭିଡ୍‌ରେ ଆକ୍ରାନ୍ତ ହୋଇଛନ୍ତି । ଏନେଇ ସେ ଟ୍ୱିଟ୍‌ ଯୋଗେ ସୂଚନା ଦେଇଛନ୍ତି । ସୂଚନା ଅନୁସାରେ, ଶ୍ରୀ ଷଡ଼ଙ୍ଗୀ ୨ ଦିନ ପୂର୍ବରୁ ସେ ଅସୁସ୍ଥ ଅନୁଭବ କରିଥିଲେ । ଆଣ୍ଟିଜେନ୍‌ ଟେଷ୍ଟ କରିବା ପରେ ନେଗେଟିଭ୍‌ ରିପୋର୍ଟ ଆସିଥିଲା । ସିଟି ସ୍କାନ ରିପୋର୍ଟ ଦେଖିବା ପରେ ଡାକ୍ତର ତାଙ୍କୁ ଆର୍‌ଟିପିସିଆର୍‌ ଟେଷ୍ଟ କରିବାକୁ ପରାମର୍ଶ ଦେଇଥିଲେ । ରବିବାର ସକାଳେ ନମୁନା ସଂଗ୍ରହ ହୋଇଥିବା ବେଳେ ଅପରାହ୍ନରେ ପଜିଟିଭ ରିପୋର୍ଟ ଆସିଥିଲା । ଉତ୍ତମ ଚିକିତ୍ସା ପାଇଁ ବାଲେଶ୍ୱର ହସ୍ପିଟାଲ ଚିକିତ୍ସା ଅଧିକାରୀ ପରାମର୍ଶକ୍ରମେ ତାଙ୍କୁ ଆମ୍ବୁଲାନ୍‌ସ ଯୋଗେ ଭୁବନେଶ୍ୱର ଏମ୍‌ସକୁ ସ୍ଥାନାନ୍ତର କରାଯାଇଥିଲା । ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତି କୋଭିଡ୍‌ ଟେଷ୍ଟ କରାଇ ନେବାକୁ ସେ ଟ୍ୱିଟ୍‌ ଯୋଗେ ପରାମର୍ଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍‌ ଯୋଗେ ସାଂସଦଙ୍କ ଆଶୁ କାମନା କରିଛନ୍ତ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!