Friday, June 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜଧାନୀରେ ବଢୁଥିବା ସଂକ୍ରମଣକୁ ନେଇ ଚିନ୍ତା ପ୍ରକଟ କଲା ସ୍ୱାସ୍ଥ୍ୟ ବିଭାଗ

by ସଞ୍ଜୟ ସ୍ୱାଇଁ
October 11, 2021
in Health, State
ରାଜଧାନୀରେ ବଢୁଥିବା ସଂକ୍ରମଣକୁ ନେଇ ଚିନ୍ତା ପ୍ରକଟ କଲା ସ୍ୱାସ୍ଥ୍ୟ ବିଭାଗ
78
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜଧାନୀରେ ବଢୁଥିବା ସଂକ୍ରମଣକୁ ନେଇ ଚିନ୍ତା ପ୍ରକଟ କଲା ସ୍ୱାସ୍ଥ୍ୟ ବିଭାଗ । ରାଜ୍ୟରେ ଚିହ୍ନଟ ହେଉଥିବା ଦୈନିକ ସଂକ୍ରମଣର ୪୦ ପ୍ରତିଶତ କେବଳ ଭୁବନେଶ୍ୱରରୁ ଆସୁଥିବା କହିଲେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ପାର୍ବଣ ସମୟରେ ଗହଳି ନ କରିବା ପାଇଁ ଆମେ ଲୋକମାନଙ୍କୁ ସଚେତନ କରାଇବା ସତେ ହାଟ ଓ ବଜାରରେ ପ୍ରବଳ ଭିଡ ଦେଖିବାକୁ ମିଳୁଛି । ଏହା ଦ୍ୱାରା ପୁଣି ଥରେ ସଂକ୍ରମଣ ବଢିବାର ସମ୍ଭାବନା ଦେଖାଯାଉଛି । ଗତକାଲି ଭୁବନେଶ୍ୱରରେ ସଂକ୍ରମଣ ଉପର ମୁହାଁ ହୋଇଥିବାର ନଜିର ସାମ୍ନାକୁ ଆସିଛି । ମାତ୍ର ଏପରି ସ୍ଥିତିରେ ଲୋକମାନେ ସଚେତନ ହେଉନଥିବାରୁ ଆମେ କମିଶନରେଟ ପୋଲିସକୁ କଟକଣା ବଢ଼ାଇବା ପାଇଁ କୁହାଯାଇଛି । କିପରି ଲୋକମାନେ ବାହାରେ ଗହଳି ନକରିବେ, ଭିଡ଼କୁ ରୋକି ହେବ ସେ ନେଇ ପ୍ଲାନ କରିବାକୁ ଆମେ ନିର୍ଦେଶ ଦେଇଛୁ । ଏହା ବାଦ ଆମେ ଲୋକମାନଙ୍କୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ନିବେଦନ କରୁଛୁ ସମସ୍ତେ ସଚେତନ ହୁଅନ୍ତୁ । ବାହାରେ ଅଯଥା ଗହଳି କରନ୍ତୁ ନାହିଁ ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!