Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚିକିତ୍ସା ଅବହେଳାରୁ ଚାଲିଗଲା ଶିଶୁର ଜୀବନ, ଅଭିଯୋଗ ଆଣିଲେ ପରିବାରଲୋକେ

by ସଞ୍ଜୟ ସ୍ୱାଇଁ
March 12, 2022
in Health, State
ଚିକିତ୍ସା ଅବହେଳାରୁ ଚାଲିଗଲା ଶିଶୁର ଜୀବନ, ଅଭିଯୋଗ ଆଣିଲେ ପରିବାରଲୋକେ
20
VIEWS
Share on FacebookShare on Twitter

କନ୍ଧମାଳ, (ବାଘୁଆବାର୍ତ୍ତା): ଚିକିତ୍ସା ଅବହେଳାରୁ ଶିଶୁ ମୃତ୍ୟୁ ଅଭିଯୋଗ । ଠିକଣା ସମୟରେ ଚିକିତ୍ସା ନମିଳିବାରୁ ଶିଶୁଟିର ମୃତ୍ୟୁ ହୋଇଥିବା ଅଭିଯୋଗ ଆଣିଲେ ପରିବାରଲୋକେ । ଫୁଲବାଣୀ ମୁଖ୍ୟ ଚିକିତ୍ସାଳରେ ଏଭଳି ଅଭାବନୀୟ ଘଟଣା ଘଟିଛି । ଖବର ଅନୁଯାୟୀ, କନ୍ଧମାଳ ଜିଲ୍ଲା ଦୁତିମେଣ୍ଡି ପଞ୍ଚାୟତ ବୈଇକୁମ୍ପାରୁ ଶିଶୁଟି ଚିକିତ୍ସା ନିମନ୍ତେ ଫୁଲବାଣୀ ଚିକିତ୍ସାଳୟକୁ ଆଣିଥିଲେ ବାପା ଓ ମାଆ । ତିନିଦିନ ହେବ ଶିଶୁଟିର ପରିଶ୍ରା ହେଉନଥିଲା । ଡାକ୍ତର ଧନମଣି ପ୍ରଧାନ ଶିଶୁଟିକୁ ଦୂରରୁ ଦେଖି କିଛି ମେଡିସିନ୍‌ ଲେଖିଦେଇଥିଲେ । ଏହାପରେ ବାପା ଓ ମାଆ ଶିଶୁଟିକୁ ନେଇ ଘରକୁ ଫେରିଥିଲେ । କିନ୍ତୁ ଶନିବାର ସକାଳ ପୁଣିଥରେ ଶିଶୁକୁ ଆଣି ମେଡିକାଲରେ ଭର୍ତ୍ତି କରିଥିଲେ । ହେଲେ ନର୍ସ ଡାକ୍ତରଙ୍କୁ ନଡାକି ନିଜେ ଦେଖି ଓ୍ୱାର୍ଡକୁ ପଠାଇଦେଇଥିଲେ । ଏହାର କିଛି ସମୟ ପରେ ଶିଶୁଟିର ମୃତ୍ୟୁ ହୋଇଥିଲା । ତୁରନ୍ତ ଚିକିତ୍ସା ନମିଳିବାରୁ ଶିଶୁଟିର ମୃତ୍ୟୁ ହୋଇଥିବା କହିଛନ୍ତି ପରିବାର ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!