Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସାମ୍ୱାଦିକଙ୍କ ସ୍ୱାସ୍ଥ୍ୟ ବୀମା ଆବେଦନ ଅବଧି ବୃଦ୍ଧି

by ସଞ୍ଜୟ ସ୍ୱାଇଁ
June 11, 2021
in Health, State
ସାମ୍ୱାଦିକଙ୍କ ସ୍ୱାସ୍ଥ୍ୟ ବୀମା ଆବେଦନ ଅବଧି ବୃଦ୍ଧି
161
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା) : ରାଜ୍ୟର କାର୍ଯ୍ୟରତ ସାମ୍ବାଦିକଙ୍କ ସ୍ୱାସ୍ଥ୍ୟ ବୀମା ଆବେଦନ ଅବଧି ବୃଦ୍ଧି। ଜୁନ ୨୬ ତାରିଖ ପର୍ୟ୍ୟନ୍ତ ବଢ଼ିଲା ଆବେଦନ କରିବାର ସମୟ। କାର୍ୟ୍ୟରତ ସାମ୍ବାଦିକଙ୍କ ପାଇଁ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟବୀମା ଯୋଜନା ୨୦୧୬। ଏହି ଯୋଜନାରେ ୨ ଲକ୍ଷ ଟଙ୍କା ପର୍ୟ୍ୟନ୍ତ ମିଳୁଛି ଚିକିତ୍ସା ସୁବିଧା। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ। ସ୍ୱାସ୍ଥ୍ୟ ବୀମା ଯୋଜନାରେ କର୍ମଜୀବୀ ସାମ୍ୱାଦିକଙ୍କ ସମେତ ତାଙ୍କ ପରିବାରର ୫ ଜଣ ସଦସ୍ୟ ଏହି ସ୍ୱାସ୍ଥ୍ୟ ବୀମା ଯୋଜନାରେ ୨ ଲକ୍ଷ ଟଙ୍କା ପର୍ୟ୍ୟନ୍ତ ସହାୟତା ପାଇପାରିବେ। ସ୍ୱାସ୍ଥ୍ୟ ବୀମା କାର୍ଡ଼ ଗୁଡ଼ିକ ସମ୍ପୃକ୍ତ ସାମ୍ୱାଦିକମାନଙ୍କୁ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀଙ୍କ ଜରିଆରେ ବଣ୍ଟନ କରାଯିବ। ହିତାଧିକାରୀମାନେ ସେମାନଙ୍କ ସ୍ୱାସ୍ଥ୍ୟ ବୀମା ଆଇଡିଣ୍ଟିଫିକେସନ୍‌ ନମ୍ୱର ବ୍ୟବହାର କରି ଏହି ସୁବିଧା ପାଇପାରିବେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!