Saturday, June 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦଶପଲ୍ଲା ନିର୍ବାଚନ ମଣ୍ଡଳୀର କରୋନା ସ୍ଥିତି ପରଖିଲେ ଜିଲ୍ଲାପାଳ, କେତେ ଫେରନ୍ତା ଆସିଛନ୍ତି

by ସଞ୍ଜୟ ସ୍ୱାଇଁ
May 12, 2021
in Health, Nayagarh, State
ଦଶପଲ୍ଲା ନିର୍ବାଚନ ମଣ୍ଡଳୀର କରୋନା ସ୍ଥିତି ପରଖିଲେ ଜିଲ୍ଲାପାଳ, କେତେ ଫେରନ୍ତା ଆସିଛନ୍ତି
371
VIEWS
Share on FacebookShare on Twitter

ନୟାଗଡ଼ (ବାଘୁଆବାର୍ତ୍ତା): ଦଶପଲ୍ଲା ନିର୍ବାଚନ ମଣ୍ଡଳୀର ତିନି ଗୋଟି ବ୍ଳକ ଅନ୍ତର୍ଗତ ନୂଆଗାଁ, ଗଣିଆ ଓ ଦଶପଲ୍ଲାର କରୋନା ସ୍ଥିତି ପରଖିଛନ୍ତି ଜିଲ୍ଲାପାଳ ଡ. ପୋମାଟୁଡୁ । ଭର୍ଚୁଆଲ ପ୍ଲାଟଫର୍ମ ମାଧ୍ୟମରେ ଦଶପଲ୍ଲା ନିର୍ବାଚନ ମଣ୍ଡଳୀର ପ୍ରତ୍ୟେକ ଗାଁ, ଗ୍ରାମପଞ୍ଚାୟତରେ କରୋନାର ସ୍ଥିତି ସମୀକ୍ଷା କରିଛନ୍ତି । ଏଥିରେ ଦଶପଲ୍ଲା ବିଧାୟକ ରମେଶ ବେହେରା, ପ୍ରକଳ୍ପ ନିର୍ଦ୍ଦୋକ ସୁବାଶ ଚନ୍ଦ୍ର ରାୟ, ନୟାଗଡ଼ ବନଖଣ୍ଡ ଅଧିକାରୀ ଧନରାଜ ଏଚଡି, ଉପଜିଲ୍ଲାପାଳ ଲଗ୍ନଜିତ ରାଉତ, ଜିଲ୍ଲା ମୁଖ୍ୟ ଚିକିତ୍ସାଧୀକାରୀ ଶକ୍ତିପ୍ରସାଦ ମିଶ୍ର ପ୍ରମୁଖ ସାମିଲ ହୋଇଥିଲେ । ଗାଁରୁ ସହର ପର୍ଯ୍ୟନ୍ତ କେତେ କରୋନା ପଜେଟିଭ ଅଛନ୍ତି ତାଙ୍କର ଅବସ୍ଥା କଣ, କେତେଗୋଟି ଗ୍ରାମ ମାଇକ୍ରୋକଣ୍ଟେଟମେଣ୍ଟ ଘୋଷଣା କରାଯାଇଛି ଏହାର ସ୍ଥିତି ପରଖିଥିଲେ । ଏଥି ସହିତ ମୁଖ୍ୟତଃ ରାଜ୍ୟ ବାହାରୁ ତଥା ଜିଲ୍ଲା ବାହାରୁ କେତେ ଫେରନ୍ତା ଆସିଛନ୍ତି ଏହାର ସମୀକ୍ଷା କରିଥିଲେ । ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ମେଡିକାଲ ଗୁଡ଼ିକରେ ଅକ୍ସିଜେନ, ସିଲିଣ୍ଡର, ଆମ୍ବୁଲାନ୍ସ ଓ କେତେଗୁଡିଏ ଗାଡ଼ି ବିନିଯୋଗ କରାଯାଇ କୋଭିଡ-୧୯ର ସମୁକ୍ଷୀନ ହେଉଛନ୍ତି ଏହାର ସମୀକ୍ଷା କରିଥିଲେ । ଜନସାଧାରଣଙ୍କୁ କିପରି ସଚେତନ କରାଯାଉଛି, ଏନଫୋର୍ସମେଣ୍ଟ କିପରି ହେଉଛି, ସଂଘରୋଧରେ ଥିବା ରୋଗୀଙ୍କ ପାଖକୁ କିପରି ଯାଞ୍ଚ କରାଯାଉଛି ଏହାର ତଦାରଖ କରିଥିଲେ । ଏହି ବୈଠକରେ ତିନୋଟି ବ୍ଳକର ଗୋଷ୍ଠି ଉନ୍ନୟନ ଅଧିକାରୀମାନେ ସାମିଲ ହୋଇଥିଲେ ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!