Friday, January 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହେଲ୍ପିଂ ହାଣ୍ଡ୍ସ ନୟାଗଡ଼ ପକ୍ଷରୁ ବୃକ୍ଷରୋପଣ ଓ ଶୁଖିଲା ଖାଦ୍ୟ ବଣ୍ଟନ

by ସଞ୍ଜୟ ସ୍ୱାଇଁ
September 19, 2021
in Planning and Development, State
ହେଲ୍ପିଂ ହାଣ୍ଡ୍ସ ନୟାଗଡ଼ ପକ୍ଷରୁ ବୃକ୍ଷରୋପଣ ଓ ଶୁଖିଲା ଖାଦ୍ୟ ବଣ୍ଟନ
101
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ସହରରେ ଗଢ଼ି ଉଠିଥିବା ହେଲ୍ପିଂ ହାଣ୍ଡସ ନୟାଗଡ଼ ଅନୁଷ୍ଠାନ ପକ୍ଷରୁ ବୃକ୍ଷରୋପଣ କରାଯିବା ସହ ବିଭିନ୍ନ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଛି । ବାଲୁଗାଁ ନିକଟସ୍ଥ ପାଣିପୋଇଲା ଠାରେ ଥିବା ମଦର ଆବାସିକ ବିଦ୍ୟାଳୟ ପରିସରରେ ବୃକ୍ଷ ରୋପଣ କରାଯାଇଥିଲା । ୧୩୦ ରୁ ଉଦ୍ଧ୍ୱର୍ ବୃକ୍ଷ ରୋପଣ କରାଯିବା ସହ ଛାତ୍ରଛାତ୍ରୀ ମାନଙ୍କୁ ବ୍ରେଡ, ବିସ୍କୁଟ ଓ ଚକଲେଟ ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବିଭୁତି ଭୁଷଣ ମହାନ୍ତି, ଦେବାଶିଷ ମହାନ୍ତି, ଚିନ୍ମୟ ମହାପାତ୍ର, ମୃତ୍ୟୁଞ୍ଜୟ ନନ୍ଦ, ଜ୍ଞାନରଞ୍ଜନ ସାହୁ, ଜଗନ୍ନାଥ ବେହେରା, ସମ୍ବିତ ମହାପାତ୍ର, ବିମଳ କୁମାର ସାହୁ ଓ ଲୋପାମୁଦ୍ରା ନାୟକ ପ୍ରମୁଖ ଉପସ୍ଥିତ ରହିଥିଲେ ।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!