Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭାରତ ପାକିସ୍ଥାନ ଯୁଦ୍ଧ, ପୁରୀ ସହ ତଟବର୍ତ୍ତୀ ଅଞ୍ଚଳରେ ହାଇଆଲର୍ଟ

by ସଞ୍ଜୟ ସ୍ୱାଇଁ
May 9, 2025
in State
ଭାରତ ପାକିସ୍ଥାନ ଯୁଦ୍ଧ, ପୁରୀ ସହ ତଟବର୍ତ୍ତୀ ଅଞ୍ଚଳରେ ହାଇଆଲର୍ଟ
93
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ଭାରତ-ପାକିସ୍ତାନ ଉତ୍ତେଜନା ପ୍ରସଙ୍ଗ ନେଇ ପୁରୀରେ କଡ଼ା ସୁରକ୍ଷା । ପୋଲିସ ପକ୍ଷରୁ ରାତିରେ କଡ଼ାକଡ଼ି ଯାଞ୍ଚ ହୋଇଥିଲା । ବିଭିନ୍ନ ସ୍ଥାନରେ ଯାଞ୍ଚ କରାଯିବା ସହ ଶ୍ରୀମନ୍ଦିର ଚାରିପାଖେ ସ୍ଵତନ୍ତ୍ର ସୁରକ୍ଷା ବାହିନୀ ନିୟୋଜିତ ହୋଇଛନ୍ତି । ସହରର ବିଭିନ୍ନ ସ୍ଥାନରେ ରାତିରେ ଚେକିଂ କଡାକଡି ହେବା ସହ ଶ୍ରୀମନ୍ଦିର ସୁରକ୍ଷା ପାଇଁ ସବୁ ପ୍ରକାର ବ୍ୟବସ୍ଥା କରାଯାଇଛି । ଓଡ଼ିଶାର ତଟବର୍ତ୍ତୀ ଅଞ୍ଚଳରେ ମଧ୍ୟ ହାଇ ହାଇଆଲର୍ଟ ଜାରି କରାଯାଇଛି । ପୁରୀ ସମେତ ଅନ୍ୟାନ୍ୟ ଅଞ୍ଚଳ ହାଇଆଲର୍ଟରେ ରହିଛି । ଭାରତ-ପାକିସ୍ତାନ ଉତ୍ତେଜନା ଭିତରେ ସତର୍କ ରହିଛି ଓଡ଼ିଶା । ଅନ୍ୟପଟେ ଆଜି ଚାନ୍ଦିପୁରରେ ଜରୁରୀ ବୈଠକ ବସିବ । ଅପରାହ୍ନ ୨ଟାରେ DRDO ଚାନ୍ଦିପୁରରେ ବୈଠକ ବସିବା ନେଇ ସୂଚନା ରହିଛି । ଏହି ବୈଠକରେ ଯୁଦ୍ଧ ସମ୍ପର୍କିତ ସୁରକ୍ଷା ବ୍ୟବସ୍ଥା ନେଇ ହେବ ଆଲୋଚନା ହେବ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!