Thursday, September 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଉଚ୍ଚ ନ୍ୟାୟାଳୟରୁ ନିରାଶ ହେଲେ ସରପଞ୍ଚ ସୈାମ୍ୟ

by ସଞ୍ଜୟ ସ୍ୱାଇଁ
April 20, 2021
in Nayagarh
ଉଚ୍ଚ ନ୍ୟାୟାଳୟରୁ ନିରାଶ ହେଲେ ସରପଞ୍ଚ ସୈାମ୍ୟ
2.2k
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ୱାର୍ଡ଼ ସଭ୍ୟଙ୍କ ଦ୍ୱାରା ଅନାସ୍ଥା ପ୍ରସ୍ତାବ ଆଗତ ପରେ ଲକ୍ଷ୍ମୀପ୍ରସାଦ ପଞ୍ଚାୟତ ସରପଞ୍ଚ ଇଞ୍ଜିନୟର ସୈାମ୍ୟ ରଞ୍ଜନ ପ୍ରଧାନଙ୍କୁ ପ୍ରଶାସନ ପକ୍ଷରୁ ନୋଟିସ କରାଯାଇଥିଲା । ପ୍ରଶାସନର ଅନାସ୍ଥା ବ୍ୟବସ୍ଥା ବିରୁଦ୍ଧରେ ସୈାମ୍ୟ ଉଚ୍ଚ ନ୍ୟାୟାଳୟର ଦ୍ୱାରସ୍ଥ ହୋଇଥିଲେ । ଆଜି ତାଙ୍କୁ ଉଚ୍ଚ ନ୍ୟାୟାଳୟରୁ ନିରାଶ ହେବାକୁ ପଡ଼ିଥିବା ବିଶ୍ୱସ୍ତ ସୁତ୍ରରୁ ସୂଚନା ମିଳିଛି । ମଧ୍ୟାହ୍ନରେ ଏନେଇ ଉଚ୍ଚ ନ୍ୟାୟାଳୟରେ ଶୁଣାଣି ହେବା ପରେ ମାନ୍ୟବର ବିଚାରପତି ତାଙ୍କୁ ପିଟିସନ ପ୍ରତ୍ୟାହାର ପାଇଁ ନିର୍ଦ୍ଦେଶ ଦେଇଥିବା ଜଣାଯାଇଛି । ଫଳରେ ସୈାମ୍ୟ ହାଇକୋର୍ଟରେ ହାରିବା ପରେ ତାଙ୍କ ଅନାସ୍ଥା କାଏମ ରହିବ ବୋଲି ଜଣାଯାଇଛି । ସରପଞ୍ଚ ପଦବୀ ହରାଇ ସୈାମ୍ୟ ଏବେ କିଂ କର୍ତ୍ତ୍ୟବ ବିମୂଢ଼ ହୋଇପଡ଼ିଥିବା ଆଲୋଚନା ହେଉଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!