Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଉଚ୍ଚ ଶିକ୍ଷାନୁଷ୍ଠାନରେ ଖରା ଛୁଟି କମାଇଲେ ସରକାର

by ସଞ୍ଜୟ ସ୍ୱାଇଁ
April 18, 2022
in Education, State
ଉଚ୍ଚ ଶିକ୍ଷାନୁଷ୍ଠାନରେ ଖରା ଛୁଟି କମାଇଲେ ସରକାର
196
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ସ୍କୁଲ ପରି କଲେଜ ଓ ବିଶ୍ୱବିଦ୍ୟାଳୟର ଖରା ଛୁଟି କମିଲା। ଉଚ୍ଚ ଶିକ୍ଷାନୁଷ୍ଠାନରେ ଖରା ଛୁଟି କମାଇଲେ ସରକାର। ଜୁନ ୧ରୁ ୧୬ ତାରିଖ ପର୍ୟ୍ୟନ୍ତ ଖରାଛୁଟି କରିବାକୁ ଉଚ୍ଚ ଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି। ଏନେଇ ଉଚ୍ଚ ଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ବିଶ୍ୱବିଦ୍ୟାଳୟର କୁଳପତି ଓ ଡିଗ୍ରୀ କଲେଜର ଅଧ୍ୟକ୍ଷମାନଙ୍କୁ ଚିଠି ଲେଖାଯାଇଛି। ଉଚ୍ଚ ଶିକ୍ଷା ବିଭାଗ ପ୍ରମୁଖ ସଚିବ ଶାସ୍ୱତ ମିଶ୍ର ଲେଖିଥିବା ଚିଠିରେ ଦର୍ଶାଛନ୍ତି, କୋଭିଡ୍ ପାଇଁ ପାଠପଢ଼ା ପ୍ରଭାବିତ ହୋଇଥିବାରୁ ଖରାଛୁଟି କମିଥିଲା। ଦରକାର ପଡ଼ିଲେ ଛୁଟି ଦିନ ଓ କାର୍ୟ୍ୟଦିବସରେ ଅତିରିକ୍ତ କ୍ଲାସ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେପଟେ ଚଳିତବର୍ଷ ସ୍କୁଲ୍‌ର ଖରାଛୁଟି ଅବଧିକୁ କମାଇ ଦେଇଥିଲେ ରାଜ୍ୟ ସରକାର। ପ୍ରତି ବର୍ଷ ଦେଢ଼ ମାସରୁ ଊର୍ଦ୍ଧ୍ୱ ଦିନ ଧରି ଖରାଛୁଟି ହେଉଥିବା ବେଳେ ଏଥର ୧୦ ଦିନରେ ସୀମିତ ରଖାଯାଇଥିଲା। ଜୁନ୍ ୬ ତାରିଖରୁ ୧୬ ତାରିଖ ପର୍ୟ୍ୟନ୍ତ ଖରାଛୁଟି ଘୋଷଣା କରିବା ପାଇଁ ନିଷ୍ପତ୍ତି ନେଇଥିଲା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ। ସମାନ ରାସ୍ତାରେ ଯାଇଛି ଉଚ୍ଚ ଶିକ୍ଷା ବିଭାଗ। ଜୁନ ୧ରୁ ୧୬ ତାରିଖ ପର୍ୟ୍ୟନ୍ତ ଖରାଛୁଟି କରିବାକୁ ଉଚ୍ଚ ଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!