Wednesday, September 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଉଚ୍ଚଶିକ୍ଷା ଅନୁଷ୍ଠାନ ବନ୍ଦ: ପ୍ରମୁଖ ସଚିବ

by ସଞ୍ଜୟ ସ୍ୱାଇଁ
April 16, 2021
in Breaking, Education
ଉଚ୍ଚଶିକ୍ଷା ଅନୁଷ୍ଠାନ ବନ୍ଦ: ପ୍ରମୁଖ ସଚିବ
249
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜ୍ୟର ସବୁ ଉଚ୍ଚଶିକ୍ଷାନୁଷ୍ଠାନରେ କ୍ଲାସ ଓ ପରୀକ୍ଷା ସ୍ଥଗିତ କରିଛନ୍ତି ରାଜ୍ୟ ସରକାର । ଆସନ୍ତା ୧୯ରୁ ଅଫଲାଇନ୍ ପରୀକ୍ଷା ଓ କ୍ଲାସ ସ୍ଥଗିତ । ସବୁ ହଷ୍ଟେଲ ମଧ୍ୟ ବନ୍ଦ ରହିବ । ୧୯ସୁଦ୍ଧା ଅନ୍ତେବାସୀମାନେ ହଷ୍ଟେଲ ଖାଲି କରିବାକୁ ନିର୍ଦ୍ଧେଶ ଦେଇଛି ଉଚ୍ଚଶିକ୍ଷା ବିଭାଗ । ପାଠ୍ୟକ୍ରମ ସାରିବା ପାଇଁ ଅନଲାଇନ କ୍ଲାସ କରିବା ସହ ଠିକ୍ ସମୟରେ ଯେପରି ପାଠ୍ୟକ୍ରମ ସରିବ ସେଥିପ୍ରତି ଧ୍ୟାନ ଦେବାକୁ କଡ଼ା ନିର୍ଦ୍ଦେଶ ହୋଇଛି । କୁଳପତି ଓ ଅଧ୍ୟକ୍ଷଙ୍କ ପରାମର୍ଶ ପରେ ସଂଶୋଧିତ ପରୀକ୍ଷା ସୂଚୀ ପ୍ରକାଶ ପାଇବ । ୫୦ପ୍ରତିଶତ କର୍ମଚାରୀରେ ଚାଲିବ ଉଚ୍ଚ ଶିକ୍ଷାନୁଷ୍ଠାନ । ଏନେଇ ସବୁ ବିଶ୍ୱବିଦ୍ୟାଳୟର କୁଳପତି ଓ କଲେଜର ଅଧ୍ୟକ୍ଷମାନଙ୍କୁ ଚିଠି ଲେଖି ଅବଗତ କରାଇଛନ୍ତି ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!