Tuesday, September 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରିଲିଜ୍ ହେଲା ‘ରାଧେ: ୟୋର ମୋଷ୍ଟ ୱାଣ୍ଟେଡ୍ ଭାଇ’

by ସଞ୍ଜୟ ସ୍ୱାଇଁ
April 22, 2021
in Entertainment, State
ରିଲିଜ୍ ହେଲା ‘ରାଧେ: ୟୋର ମୋଷ୍ଟ ୱାଣ୍ଟେଡ୍ ଭାଇ’
124
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବଲିଉଡ୍ ଇଣ୍ଡଷ୍ଟ୍ରିର ବହୁ ପ୍ରତୀକ୍ଷିତ ଫିଲ୍ମ ‘ରାଧେ: ୟୋର ମୋର ୱାଣ୍ଟେଡ୍ ଭାଇ’ ରିଲିଜ୍ ହୋଇଯାଇଛି । ଏହି ଫିଲ୍ମକୁ ସଲମାନ ଖାନ ଇଦ୍ ଅବସରରେ ତାଙ୍କ ଫ୍ୟାନ୍ସମାନଙ୍କୁ ଉପହାର ଦେବେ । ଚଳିତ ବର୍ଷ ଇଦରେ ଫିଲ୍ମ ରାଧେ ରଲିଜ୍ ହେବ ବୋଲି ଘୋଷଣା ହୋଇଛି । ମହାମାରୀ କରୋନା କାରଣରୁ ଅଧିକାଂଶ ସ୍ଥାନରେ ସିନେମା ହଲ ବନ୍ଦ ରହିଛି । ଏଭଳି ପରିସ୍ଥିତିରେ ଚଳିତ ବର୍ଷ ମେ ମାସରେ ଇଦ୍ ପର୍ବରେ ଏହି ଫିଲ୍ମଟି ରିଲିଜ୍ ହେବ ବୋଲି କହିଛନ୍ତି ସଲମାନ ଖାନ୍ । ଏହି ଫିଲ୍ମକୁ ପ୍ରଭୁଦେବା ନିର୍ଦ୍ଧେଶନା ଦେଇଥିବା ବେଳେ ସଲମାନ ଖାନ, ଅଭିନେତ୍ରୀ ଦିଶା ପାଟନି , ଜ୍ୟାକି ଶ୍ରଫ୍, ଓ ରଣଦୀପ ହୁଡା ପାଟନି ମୁଖ୍ୟ ଭୂମିକାରେ ଅଭିନୟ କରିଛନ୍ତି । ଫିଲ୍ମ ‘ରାଧେ’କୁ ସିନେମାହଲ ସହିତ ଓଟିଟି ପ୍ଲାଟଫର୍ମରେମଧ୍ୟ ରିଜିଲ୍ ହେବ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!