Wednesday, April 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହୀରାକୁଦ ଜଳଭଣ୍ଡାରରେ ବନ୍ଦ ହେଲା ସମସ୍ତ ଗେଟ୍‌

by ସଞ୍ଜୟ ସ୍ୱାଇଁ
September 27, 2021
in State
ହୀରାକୁଦ ଜଳଭଣ୍ଡାରରେ ବନ୍ଦ ହେଲା ସମସ୍ତ ଗେଟ୍‌
68
VIEWS
Share on FacebookShare on Twitter

ସମ୍ବଲପୁର, (ବାଘୁଆବାର୍ତ୍ତା): ସମ୍ବଲପୁର ହୀରାକୁଦ ଜଳଭଣ୍ଡାରରେ ବନ୍ଦ ହେଲା ସମସ୍ତ ଗେଟ୍‌। ଜଳଭଣ୍ଡାରରୁ ଜଳ ନିଷ୍କାସନ ବନ୍ଦ କଲା ଜଳସଂପଦ ବିଭାଗ। ଡ୍ୟାମ୍‌ର ଜଳଧାରଣ କ୍ଷମତା ୬୩୦ ଫୁଟ୍‌ ଥିବା ବେଳେ ବର୍ତ୍ତମାନ ଜଳସ୍ତର ୬୨୯.୩୩ ଫୁଟ୍ ଥିବା ନେଇ ଡ୍ୟାମ୍ କତ୍ତୃପକ୍ଷ ସୂଚନା ଦେଇଛନ୍ତି। ସୂଚନା ମୁତାବିକ, ରବିବାର ହୀରାକୁଦ ବନ୍ଧରୁ ୬ଟି ଗେଟ୍‌ ଦେଇ ଜଳ ନିଷ୍କାସନ ଚାଲୁଥିବା ବେଳେ ରବିବାର ରାତି ସାଢେ ୯ଟା ପରେ ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି । ୨ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଥିଲା। ରାତି ୯ଟା ସୁଦ୍ଧା ଜଳସ୍ତର ୬୨୯.୨୩ ଫୁଟ୍‌ ରହିଥିଲା।ତେବେ ହୀରାକୁଦ ଜଳଭଣ୍ଡାରେ ଜଳଧାରଣ କ୍ଷମତାକୁ ଦୃଷ୍ଟିରେ ରଖି ସୋମବାର ସକାଳେ ଆଉ ୨ଟି ଗେଟ୍ ବନ୍ଦ କରାଯାଇଥିବା ନେଇ ଜଳସଂପଦ ବିଭାଗ ପକ୍ଷରୁ ସୂଚନା ମିଳିଛି।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!