Tuesday, June 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହୀରାକୁଦ ଜଳଭଣ୍ଡାର ଫୁଲ୍, କ୍ଷମତା ଯେତିକି ଏବେ ପାଣି ଅଛି ସେତିକି

by ସଞ୍ଜୟ ସ୍ୱାଇଁ
September 29, 2021
in State
ହୀରାକୁଦ ଜଳଭଣ୍ଡାର ଫୁଲ୍, କ୍ଷମତା ଯେତିକି ଏବେ ପାଣି ଅଛି ସେତିକି
75
VIEWS
Share on FacebookShare on Twitter

ସମ୍ୱଲପୁର, (ବାଘୁଆବାର୍ତ୍ତା): ହୀରାକୁଦ ଜଳଭଣ୍ଡାର ଫୁଲ୍ । ଯେତିକି ଜଳ ଧାରଣ କ୍ଷମତା ଏବେ ଡ୍ୟାମରେ ସେତିକି ପରିମାଣର ଜଳ ରହିଛି । ହୀରାକୁଦ ଡ୍ୟାମର ବିପଦ ସଙ୍କେତ ୬୩୦ ଫୁଟ୍ । ଏବେ ଜଳଭଣ୍ଡାରରେ ସମାନ ପରିମାଣର ଜଳସ୍ତର ରହିଛି । ଏବେ ଦୁଇଟି ଗେଟ୍ ଦେଇ ପାଣି ନିଷ୍କାସିତ ହେଉଛି । ବର୍ତ୍ତମାନ ଜଳଭଣ୍ଡାରରେ ପ୍ରତି ସେକେଣ୍ଡରେ ପ୍ରବେଶ କରୁଛି ୪୪ହଜାର ୧୭୮ କ୍ୟୁସେକ୍ ପାଣି । ସେତିକି ପାଣି ବି ନିଷ୍କାସିତ ହେଉଥିବା ସୂଚନା ମିଳିଛି । ସେପ୍ଟେମ୍ବରରେ ପ୍ରବଳ ବର୍ଷା ହୋଇଛି । ବାରମ୍ବାର ଲଘୁଚାପ ପ୍ରଭାବରେ ଉପରମୁଣ୍ଡରେ ପ୍ରବଳ ବର୍ଷିଛି । ଫଳରେ ଫୁଲିଛି ହୀରାକୁଦ । ସେପ୍ଟେମ୍ବରରେ ଡ୍ୟାମର ଜଳସ୍ତର ବିପଦ ସଙ୍କେତ ଯାଏ ଛୁଇଁଛି । ପୂର୍ବରୁ ୨୬ଟି ଗେଟ୍ ଦେଇ ବନ୍ୟା ପାଣି ନିଷ୍କାସିତ ହୋଇଥିଲା । ଗତ କିଛି ଦିନ ହେବ ଜଳଭଣ୍ଡାରରେ ୬୨୯ ଫୁଟରୁ ସାମାନ୍ୟ ଅଧିକ ରହୁଥିଲା ଜଳସ୍ତର । ଗତକାଲି ଅପରାହ୍ଣରେ ଜଳସ୍ତର ସର୍ବୋଚ୍ଚ ସ୍ତର ଛୁଇଁଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!