Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହୀରାକୁଦ ଜଳଭଣ୍ଡାରରେ ବଢିଲା ସୁରକ୍ଷା

by ସଞ୍ଜୟ ସ୍ୱାଇଁ
May 9, 2025
in State
ହୀରାକୁଦ ଜଳଭଣ୍ଡାରରେ ବଢିଲା ସୁରକ୍ଷା
58
VIEWS
Share on FacebookShare on Twitter

ସମ୍ବଲପୁର, (ବାଘୁଆବାର୍ତ୍ତା): ଭାରତ-ପାକିସ୍ତାନ ଉତ୍ତେଜନା ଇଫେକ୍ଟ । ହୀରାକୁଦ ଜଳଭଣ୍ଡାରରେ ବଢିଲା ସୁରକ୍ଷା । ଉଭୟ ଦେଶ ମଧ୍ୟରେ ଚାଲିଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ପ୍ରଶାସନ ଏବଂ ସରକାରଙ୍କ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ହୀରାକୁଦ ବନ୍ଦର ପରିସରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ଏହାସହିତ ପର୍ଯ୍ୟଟକଙ୍କ ମଧ୍ୟ ହୀରାକୁଦକୁ ପ୍ରବେଶ ଉପରେ କଟକଣା ଜାରି କରାଯାଇଛି । ଭାରତ-ପାକିସ୍ତାନ ମଧ୍ୟରେ ଗତ ଦୁଇ ଦିନ ହେଲା ଉତ୍ତେଜନା ଲାଗି ରହିଛି । ଯାହାକୁ ଦୃଷ୍ଟିରେ ବିଭିନ୍ନ ରାଜ୍ୟକୁ ହାଇଆଲର୍ଟରେ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ର ସରକାର । ଏହିକ୍ରମରେ ରାଜ୍ୟ ସରକାର ହୀରାକୁଦ ଜଳଭଣ୍ଡାରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି ।ଏଥିସହ ହୀରାକୁଦରେ ୩ ଲେୟାରର ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଯେଉଁଥିରେ ଯବାନମାନେ ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ରର ରଖିଛନ୍ତି । ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ର ଲାଇଟ୍ ମେସିନ ଗନ ବ୍ୟବସ୍ଥା କରାଯାଇଛି। ସୁରକ୍ଷାକର୍ମୀମାନେ ଡ୍ୟାମକୁ ଜଗି ରହିଛନ୍ତି। ଜଳ ସମ୍ପଦ ଅଧିକାରୀଙ୍କ ବ୍ୟତୀତ ଅନ୍ୟ କୌଣସି ବ୍ୟକ୍ତିଙ୍କୁ ଡ୍ୟାମ ଭିତରକୁ ଯିବାକୁ ବାରଣ କରାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!