Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହୀରାକୁଦର ଆଉ ୬ଟି ଗେଟ୍ ବନ୍ଦ: ୧୮ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ

by ସଞ୍ଜୟ ସ୍ୱାଇଁ
September 18, 2021
in Feature News
ହୀରାକୁଦର ଆଉ ୬ଟି ଗେଟ୍ ବନ୍ଦ: ୧୮ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ
14
VIEWS
Share on FacebookShare on Twitter

ଭୁବନେଶ୍ୱର(ବାଘୁଆବାର୍ତ୍ତା): ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର କମୁଥିବା ହେତୁ ଆଉ ୬ଟି ଗେଟ୍ ବନ୍ଦ କରାଯାଇଥିବାର ସୂଚନା ମିଳିଛି। ସକାଳେ ୪ଟି ଗେଟ୍ ବନ୍ଦ ହୋଇଥିଲା। ଏବେ ୧୮ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ଏବେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ରହିଛି ୬୨୮.୧୭ ଫୁଟ ରହିଛି। ଏବେ ହୀରାକୁଦ ଜଳଭଣ୍ଡାରକୁ ୩ ଲକ୍ଷ ୭୧ ହଜାର ୨୭୪ ଘନଫୁଟ ଜଳ ପ୍ରବେଶ କରୁଛି। ସେହିପରି ୪ ଲକ୍ଷ ୯ ହଜାର ୩୮୩ ଘନଫୁଟ ଜଳ ନିଷ୍କାସିତ ହେଉଛି। ମୁଣ୍ଡୁଳିରେ ହୀରାକୁଦ ବନ୍ୟା ଜଳ ପହଞ୍ଚିଥିଲେ ବି ଜଳସ୍ତର ବିପଦ ସଂକେତ ତଳେ ରହିଛି। ସକାଳ ୯ଟା ବେଳକୁ ମୁଣ୍ଡୁଳିରେ ୬ଲକ୍ଷ ୭୬ ହଜାର କ୍ୟୁସେକ ଜଳ ନିଷ୍କାସିତ ହେଉଥିଲା। ସେହିପରି ଅନ୍ୟ ନଦୀର ବି ଜଳସ୍ତର ବିପଦ ସଂକେତ ତଳେ ରହିଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!