Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୫ ଗ୍ରାମ ହିରୋଇନ ଜବତ,୧ ଗିରଫ

by ସଞ୍ଜୟ ସ୍ୱାଇଁ
July 21, 2021
in Feature News
୧୫ ଗ୍ରାମ ହିରୋଇନ ଜବତ,୧ ଗିରଫ
93
VIEWS
Share on FacebookShare on Twitter

ଖୋର୍ଦ୍ଧା,(ବାଘୁଆବାର୍ତ୍ତା): ଆଜି ଖୋର୍ଦ୍ଧା ଅବକାରୀ ବିଭାଗ ପକ୍ଷରୁ ଚଢ଼ଉ କରାଯାଇ ୧୫ ଗ୍ରାମ ବିଷାକ୍ତ ନିଶାଦ୍ରବ୍ୟ ହିରୋଇନ୍ ଜବତ କରାଯାଇଥିବା ବେଳେ ଏହି ମାମଲାରେ ଜଣକୁ ଗିରଫ କରାଯାଇଛି । ଖୋର୍ଦ୍ଧା ଅବକାରୀ ଇନ୍ସପେକ୍ଟର ଭୈରବ ସାହୁ ଦେଇଥିବା ସୂଚନାନୁସାରେ, ଆଜି ସକାଳ ପ୍ରାୟ ସାଢ଼େ ୭ଟା ବେଳେ ଗୁଇନ୍ଦା ସୂତ୍ରରୁ ସୂଚନା ପାଇ ଖୋର୍ଦ୍ଧା ଉପକଣ୍ଠ ସାମନ୍ତରାପୁରର ଠେଙ୍ଗାବନ୍ଧ ଛକ ଠାରେ ଚଢ଼ଉ କରିଥିଲେ । ସେଠାରେ ଜବରଦସ୍ତପୁର ସ୍ୱପ୍ନେଶ୍ୱର ସାହିର ଶଶୀଭୂଷଣ ବେହେରା (୨୮)ଙ୍କ ଠାରୁ ୧୫ ଗ୍ରାମ ହିରୋଇନ୍ ଜବତ କରାଯାଇଥିଲା । ଏହା ସହ ବିକ୍ରି ପାଇଁ ରଖିଥିବା କିଛି ପଲିଥିନ୍ ଓ କାଗଜ ପୁଡ଼ିଆ ମଧ୍ୟ ଜବତ କରାଯାଇଛି । ଏନେଇ ୧୮/୨୦୨୧ରେ ମାମଲା ରୁଜୁ କରାଯାଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି । ଜବତ ହିରୋଇନର ଆନୁମାନିକ ମୂଲ୍ୟ ପ୍ରାୟ ଦେଢ଼ ଲକ୍ଷ ଟଙ୍କା ହେବ ବୋଲି ଜଣାଯାଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!