Tuesday, June 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟୋକିଓ ଅଲିମ୍ପିକରେ ଭାରତୀୟ ହକି ଦଳର ବ୍ରୋଞ୍ଚ ପଦ, ନବରଙ୍ଗପୁର ଜିଲ୍ଲାରେ ଖୁସିର ଲହରୀ

by ସଞ୍ଜୟ ସ୍ୱାଇଁ
August 5, 2021
in Sports, State
ଟୋକିଓ ଅଲିମ୍ପିକରେ ଭାରତୀୟ ହକି ଦଳର ବ୍ରୋଞ୍ଚ ପଦ, ନବରଙ୍ଗପୁର ଜିଲ୍ଲାରେ ଖୁସିର ଲହରୀ
110
VIEWS
Share on FacebookShare on Twitter

ନବରଙ୍ଗପୁର, (ବାଘୁଆବାର୍ତ୍ତା): ୧୯୮୦ ମସିହା ପରେ ଟୋକିଓ ଅଲିମ୍ପିକରେ ଭାରତୀୟ ହକି ଦଳ ବ୍ରୋଞ୍ଚ ପଦ ହାସଲ କରିବା ଖବର ଶୁଣି ସାରା ଦେଶରେ ଆନନ୍ଦ ଉଲ୍ଲାସର ଲହରୀ ଖେଳି ଯାଉଥିବା ସମୟରେ, ସେଥିରୁ ନବରଙ୍ଗପୁର ଜିଲ୍ଲା ମଧ୍ୟ ବାଦ ପଡ଼ିନାହିଁ। ଆଜି ସକାଳୁ ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ୟ୍ୟାଳୟରେ ଜିଲ୍ଲାପାଳ ଡ଼ଃ ଅଜିତ କୁମାର ମିଶ୍ରଙ୍କ ସହିତ ସମସ୍ତ ଅଧିକାରୀ ଏବଂ କର୍ମଚାରୀ ବୃନ୍ଦ ହାତରେ ଜାତୀୟ ପତାକା ସହିତ ହକି ବାଡ଼ି ଧରି ଭାରତୀୟ ହକି ଦଳ କୁ ଅଭିନନ୍ଦନ ଜଣାଇ ପରସ୍ପର ପରସ୍ପରଙ୍କୁ ମିଠା ଖୁଆଇ ଅଭିନନ୍ଦ ଜଣାଇବା ର ଦେଖା ଦେଇଥିଲା।ଜିଲ୍ଲାପାଳ ଙ୍କ ବ୍ୟତୀତ ଏହି କାର୍ୟ୍ୟକ୍ରମ ରେ ଉପଜିଲ୍ଲାପାଳ, ଅଗ୍ରୱାଲ ଅକ୍ଷୟ ସୁନିଲ, ଖଣ୍ଡିୟ ବନ ଅଧିକାରୀ ମଗର ଧନଜି ରାଓସ, ଜିଲ୍ଲା କ୍ରୀଡା ଅଧିକାରୀ ମହେନ୍ଦ୍ର କୁମାର ସାହୁ, ସମସ୍ତ ଡେପୁଟି ଜିଲ୍ଲାପାଳ, ସମସ୍ତ ସହାୟକ ଜିଲ୍ଲାପାଳ, ଜିଲ୍ଲା ସୂଚନା ଅଧିକାରୀ, ବିଶ୍ୱ ରଞ୍ଜନ ଭୁକ୍ତା, ରାଜସ୍ୱ ଅମଲା ସଂଘର ରାଜ୍ୟ ସଭାପତି ତ୍ରିପତି ବାଲାଜୀ ସାହୁଙ୍କ ସହିତ ଜିଲ୍ଲା କାର୍ୟ୍ୟାଳୟ ର ସମସ୍ତ କର୍ମଚାରୀ ବୃନ୍ଦ ଯୋଗ ଦେଇଥିଲେ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!