Friday, June 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁରୁଷ ହକି ବିଶ୍ୱକପ୍ ୨୦୨୩ର ଲୋଗୋ ଉନ୍ମୋଚିତ

by ସଞ୍ଜୟ ସ୍ୱାଇଁ
April 14, 2022
in Sports, State
ପୁରୁଷ ହକି ବିଶ୍ୱକପ୍ ୨୦୨୩ର ଲୋଗୋ ଉନ୍ମୋଚିତ
55
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ପୁରୁଷ ହକି ବିଶ୍ୱକପ୍ ୨୦୨୩ର ଲୋଗୋ ଉନ୍ମୋଚିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମ୍‌ରେ ଏହାର ଲୋଗୋ ଉନ୍ମୋଚନ କରିଛନ୍ତି । ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମ ଓ ରାଉରକେଲୋର ବିର୍ସାମୁଣ୍ଡା ଅନ୍ତର୍ଜାତୀୟ ଷ୍ଟାଡିୟମରେ ବିଶ୍ବକପର ମ୍ୟାଚ୍ ଗୁଡିକ ଖେଳାଯିବ । ଗୁରୁବାର FIH ପ୍ରୋ-ଲିଗ୍‌ର ଭାରତ-ଜର୍ମାନୀ ମ୍ୟାଚ୍ ପୂର୍ବରୁ ମୁଖ୍ୟମନ୍ତ୍ରୀ ଆନୁଷ୍ଠାନିକ ଭାବେ ଲୋଗୋର ଉନ୍ମୋଚନ କରିଛନ୍ତି । ୨୦୧୮ରେ ଏ ନେଇ ରାଜ୍ୟ ସରକାର ଘୋଷଣା କରିଥିଲେ ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!