Tuesday, June 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୂଆପଡାରେ ହକି ଟ୍ରଫିକୁ ଭବ୍ୟ ସ୍ୱାଗତ

by ସଞ୍ଜୟ ସ୍ୱାଇଁ
January 2, 2023
in Sports, State
ନୂଆପଡାରେ ହକି ଟ୍ରଫିକୁ ଭବ୍ୟ ସ୍ୱାଗତ
26
VIEWS
Share on FacebookShare on Twitter

ନୂଆପଡା, (ବାଘୁଆବାର୍ତ୍ତା): ଓଡିଶାରେ ହେବାକୁ ଯାଉଛି ହକି ପୂରୁଷ ବିଶ୍ୱକପ୍ । ଯାହାପାଇଁ ରାଜ୍ୟର ସମସ୍ତ ଜିଲ୍ଲା କୁ ବୁଲୁଛି ହକି ଟ୍ରଫି । ଆଜି ନୂଆପଡା ଜିଲ୍ଲା ରେ ମଧ୍ୟ ହକି ଟ୍ରଫିକୁ ଭବ୍ୟ ସ୍ବାଗତ କରାଯାଇଛି । ନୂଆପଡା ମିନି ଷ୍ଟାଡିୟମ ଠାରେ ଆୟୋଜିତ କାର‌୍ୟ୍ୟକ୍ରମ ରେ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ, ଜିଲ୍ଲାପାଳ ହେମକାନ୍ତ ସାଏ ସହ ଏସପି,ଜିଲ୍ଲା ପରିଷଦ ସଭ୍ୟ, ଜିଲ୍ଲା ପ୍ରଶାସନିକ ଅଧିକାରୀ,ଏନଏସି ଅଧ୍ୟକ୍ଷ, ଖେଳାଳି, ପୋଲିସ କର୍ମଚାରୀ, ଯବାନ ଏଭଳି ସମସ୍ତେ ଯୋଗ ଦେବା ସହ ହକି ଟ୍ରଫିକୁ ସ୍ବାଗତ କରାଯାଇଛି । ଏହା ଭିତରେ ଅନ୍ତର୍ଜାତୀୟ ଚେସ୍ ର ସ୍ବର୍ଣ୍ଣ ପଦକ ହାସଲ କରିଥିବା ଓ ମାରାଥନ ରେସ ପ୍ରତିଯୋଗିତାରେ କୃତି ପ୍ରିଯୋଗୀମାନଙ୍କୁ ମଧ୍ୟ ପୁରସ୍କୃତ କରାଯାଇଥିଲା । ଏହାପରେ ଏକ ରୋଡ ଶୋରେ ନୂଆପଡା ସହର ପରିକ୍ରମା କରିବ ହକି ଟ୍ରଫି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!