Tuesday, June 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହକି ବିଶ୍ୱକପ୍ ପାଇଁ କାଲିଠାରୁ ଅଫଲାଇନ୍ ଟିକେଟ୍‌ ବିକ୍ରି

by ସଞ୍ଜୟ ସ୍ୱାଇଁ
December 18, 2022
in Sports, State
ହକି ବିଶ୍ୱକପ୍ ପାଇଁ କାଲିଠାରୁ ଅଫଲାଇନ୍ ଟିକେଟ୍‌ ବିକ୍ରି
40
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଆରମ୍ଭ ହେବାକୁ ଯାଉକି ହକି ବିଶ୍ୱକପ୍ । ଏଥି ପାଇଁ କାଲି ଠାରୁ ଅଫ୍‌ଲାଇନ୍‌ରେ ଟିକେଟ ବିକ୍ରି ଆରମ୍ଭ ହେବ । ଭୁବନେଶ୍ୱର ଓ ରାଉରକେଲା ଷ୍ଟାଡିୟମରେ ଅଫଲାଇନ୍ ଟିକେଟ ବିକ୍ରି ହେବା ନେଇ ସୂଚନା ମିଳିଛି । କଳିଙ୍ଗ ଷ୍ଟାଡିୟମର ୮ନଂ ଗେଟ୍ ଓ ବିର୍ସାମୁଣ୍ଡା ଷ୍ଟାଡିୟମ୍‌ର ୨ ନଂ ଗେଟ୍ ଓ ୬ ନଂ ଗେଟ୍‌ରେ ଟିକେଟ ମିଳିବ । ଦିନ ୧୧ରୁ ସନ୍ଧ୍ୟା ୭ଟା ପର‌୍ୟ୍ୟନ୍ତ ଏଠାରେ ଟିକେଟ ମିଳିବ । ମୋଟ୍ ୨୦ ହଜାର ଟିକେଟ ବିକ୍ରି କରାଯିବା ନେଇ ସୂଚନା ମିଳିଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!