Tuesday, June 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଶ୍ବକପ୍ ହକି ପାଇଁ ଭାରତୀୟ ଟିମ ଘୋଷଣା, ଦୁଇ ଓଡ଼ିଆ ଖେଳାଳୀ ସାମିଲ

by ସଞ୍ଜୟ ସ୍ୱାଇଁ
December 23, 2022
in Sports, State
ବିଶ୍ବକପ୍ ହକି  ପାଇଁ ଭାରତୀୟ ଟିମ ଘୋଷଣା, ଦୁଇ ଓଡ଼ିଆ ଖେଳାଳୀ ସାମିଲ
74
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ହକି ବିଶ୍ବକପ୍ ପାଇଁ ଘୋଷଣା ହେଲା ଭାରତୀୟ ଖେଳାଳିଙ୍କ ନାଁ । ଭାରତୀୟ ଦଳରେ ୨ ଜଣ ଓଡ଼ିଆ ଖେଳାଳି ସାମିଲ ହୋଇଛନ୍ତି । ଟିମରେ ଅମିତ ରୋହିଦାସଙ୍କ ସହ ନୀଲମ ସଂଜୀପ ଖେସ୍ ରହିଛନ୍ତି । ହରମନପ୍ରୀତ ସିଂ କ୍ୟାପଟେନ ଥିବା ବେଳେ ଓଡ଼ିଆ ଖେଳାଳି ଅମିତ ରୋହିଦାସ ଭାଇସ୍-କ୍ୟାପଟେନ୍ ରହିଛନ୍ତି । ୧୮ ଜଣିଆ ଟିମରେ କ୍ରିଷ୍ଣ ବାହାଦୂର ପାଠକ, ଶ୍ରୀଜେଶ ରବୀନ୍ଦ୍ରନ, ଜରମନପ୍ରୀତ ସିଂ, ସୁରେନ୍ଦ୍ର କୁମାର, ହରମନପ୍ରୀତ ସିଂ, ବରୁଣ କୁମାର, ଅମିତ ରୋହିଦାସ ରହିଛନ୍ତି । ସେହିପରି ନୀଲମ ସଂଜୀବ ଖେସ୍, ମନପ୍ରୀତ ସିଂ, ହାର୍ଦ୍ଦିକ ସିଂ, ନୀଳକଣ୍ଠ ଶର୍ମା, ସାମସେର ସିଂ, ବିବେକ ସାଗର ପ୍ରସଦା, ଅକ୍ଷଦୀପ ସିଂ, ମନଦୀପ ସିଂ, ଲଳିତ ଉପାଧ୍ୟାୟ, ଅଭିଷେକ, ସୁଖଜିତ ସିଂ । ବିକଳ୍ପ ଖେଳାଳି ଭାବେ ରହିଛନ୍ତି ରାଜକୁମାର ପାଲ ଓ ଯୁଗରାଜ ସିଂ । ଆସନ୍ତା ଜାନୁଆରୀ ୧୩ରୁ ହକି ବିଶ୍ବକପ୍ ଆରମ୍ଭ ହେବ। ଭୁବନେଶ୍ବର ଓ ରାଉରକେଲାରେ ହେବ ମ୍ୟାଚ୍ । ଇଂଲଣ୍ଡ, ସ୍ପେନ ଓ ଓ୍ୱେଲ୍ସ ସହ ଗ୍ରୁପ୍- ଡି’ରେ ରହିଛି ଭାରତ ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!