Wednesday, June 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁଣି ଥରେ ଓଡ଼ିଶାରେ ହକି ବିଶ୍ୱକପ୍

by ସଞ୍ଜୟ ସ୍ୱାଇଁ
September 23, 2021
in Sports
ପୁଣି ଥରେ ଓଡ଼ିଶାରେ ହକି ବିଶ୍ୱକପ୍
75
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ପୁଣି ଥରେ ଓଡ଼ିଶାରେ ହକି ୱାଲ୍ଡ କପ୍ । ଜୁନିୟର ପୁରୁଷ ହକି ବିଶ୍ୱକପ ଆୟୋଜନ କରିବାକୁ ଯାଉଛି ଓଡ଼ିଶା । ଏନେଇ ଆଜି ଲୋକସେବା ଭବନରେ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ହେବ ଜୁନିଅର ହକି ବିଶ୍ୱ କପ୍ । ଏଥିରେ ହକି ଇଣ୍ଡିଆର ଟପ୍ ଅଫିସିଆଲ୍ ଯୋଗଦେଉଛନ୍ତି । ନଭେମ୍ବର ୨୫ରୁ ଡିସେମ୍ବର ୫ ପର୍ୟ୍ୟନ୍ତ ଜୁନିଅର ହକି ବିଶ୍ବ କପ୍ ଖେଳାଯିବ । ପୂର୍ବରୁ ୨୦୧୬ ମସିହାରେ ଜୁନିଅର ହକି ବିଶ୍ବକପ୍ ଆୟୋଜନ କରିଥିଲା ଲକ୍ଷ୍ନୌ । ଚଳିତ ବର୍ଷ ଗୌହାଟୀରେ ଏହା ଅନୁଷ୍ଠିତ ହେବାର ଥିଲା । ତେବେ ଏଥର ବିଶ୍ବକପ୍ ଆୟୋଜନ ପାଇଁ ରେସ୍ରେ ଆଗରେ ଓଡ଼ିଶା ଓ ଗୈାହାଟୀ ରହିଥିବା ବେଳେ । ଶେଷରେ ଓଡ଼ିଶାରେ ହିଁ ଜୁନିୟର ହକି ବିଶ୍ୱକପ ଐୟୋଜନ ହେବା ନେଇ ୠଓଐ ଅଧ୍ୟକ୍ଷ ମଧ୍ୟ ଘୋଷଣା କରିଛନ୍ତି । ନଭେମ୍ବର ୨୪ରୁ ଡିସେମ୍ବର ୫ ପର୍ୟ୍ୟନ୍ତ କଳିଙ୍ଗ ଷ୍ଟାଡିୟମରେ ହେବ ଦ୍ଵାଦଶତମ ଜୁନିୟର ପୁରୁଷ ବିଶ୍ଵକପ ହକି ମ୍ୟାଚ୍ । କାର୍ୟ୍ୟକ୍ରମରେ ୠଓଐ ସଭାପତି ନରିନ୍ଦର ବାତ୍ରା, କ୍ରୀଡା ମନ୍ତ୍ରୀ ତୁଷାରକାନ୍ତି ବେହେରା, କ୍ରୀଡ଼ା ନିର୍ଦ୍ଦେଶକ ଆର ଭିନିଲ କ୍ରିଷ୍ଣା ଓ ୫ଟି ସଚିବ ଭି. କେ ପାଣ୍ଡିଆନ ଉପସ୍ଥିତ ଥିଲେ । ପୂର୍ବରୁ ଭୁବନେଶ୍ବରରେ ୨୦୧୮ ପୁରୁଷ ହକି ବିଶ୍ଵକପ ସଫଳତାର ସହ ଆୟୋଜିତ ହୋଇଥିଲା । ସେହିପରି ୨୦୨୩ ପୁରୁଷ ହକି ବିଶ୍ଵକପ ଭୁବନେଶ୍ୱର ଓ ରାଉରକେଲାରେ ଅନୁଷ୍ଠିତ ହେବ ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!